ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନା ପଜିଟିଭ
ଭୁବନେଶ୍ୱର: ଖଣ୍ଡପଡା ବିଧାୟକ ସୌମ୍ୟ ରଂଜନ ପଟ୍ଟନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି। ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ।
ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ…