ରାଜ୍ୟରେ ମନ୍ଦିର ଖୋଲିବା ନେଇ ବିଚାର ଚାଲିଛି
ଭୁବନେଶ୍ୱର: ରାଜ୍ୟରେ ମନ୍ଦିର ଖୋଲିବା ନେଇ ହାଇକୋର୍ଟଙ୍କ ପକ୍ଷରୁ ଗ୍ରୀନ୍ ସିଗ୍ନାଲ ମିଳି ସାରିଛି । ତେବେ ମହାମାରୀ କରୋନା ଭିତରେ ମନ୍ଦିର ଖୋଲିବ ନା ନାହିଁ ସେ ନେଇ ବିଚାର ବିମର୍ଷ ଚାଲିଛି ବୋଲି କହିଛନ୍ତି ଆଇନମନ୍ତ୍ରୀ ପ୍ରତାପ ଜେନା । କୋଭିଡ ନିୟମ ନେଇ ଆଲୋଚନା ଜାରି ରହିଛି ବୋଲି…