ନୋଇଡ଼ାରୁ ଆସିଲା ଓଡ଼ିଆ ଶ୍ରମିକଙ୍କ ମୃତଦେହ; ଜନ୍ମମାଟିରେ ହେବ ଶେଷକୃତ୍ୟ
ଭୁବନେଶ୍ୱର: ଜାପାନର ଟୋକିଓ ସହରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓଡ଼ିଆ ଯୁବକଙ୍କ ମରଶରୀରକୁ ଗତକାଲି ଫେରାଇ ଅଣାଯାଇଥିବା ବେଳେ ଆଜି ନୋଇଡାରୁ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ତାଙ୍କର ଜନ୍ମମାଟିକୁ ଅଣାଯାଇଛି ।
ଗଜପତି ଜିଲ୍ଲା ଘୋରଣୀ ଅନ୍ତର୍ଗତ ଲାଲୁସାହିର ଅଭିମନ୍ୟୁ ଦୋରା(୨୫)…