ସମସ୍ତ ପରିସ୍ଥିତି ପାଇଁ ଆମେ ପ୍ରସ୍ତୁତ: ଗଞ୍ଜାମ ଜିଲ୍ଲାପାଳ
ଗଞ୍ଜାମ: ବଙ୍ଗୋପସାଗରର ପୂର୍ବ-ମଧ୍ୟଭାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ତେବେ ତଳିଆ ଅଞ୍ଚଳରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର କରିବାକୁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଥିବା ସୂଚନା…