ମାନସିକ ଚାପରେ ରହୁଛନ୍ତି ଆମ ସେନା !
ନୂଆଦିଲ୍ଲୀ: ସେପ୍ଟେମ୍ବରରେ କେବଳ ଲେଫନନେଂଟ କର୍ଣ୍ଣେଲ ଓ କର୍ଣ୍ଣଲ ର୍ୟାଙ୍କର ୬ ସୈନ୍ୟ ଅଧିକାରୀ ହୃଦଘାତରେ ମୃତ୍ୟୁବରଣ କରିଛନ୍ତି । ସମସ୍ତଙ୍କ ବୟସ ୪୦ରୁ ୪୫ ବର୍ଷ ମଧ୍ୟରେ ହେବ । ତା ମାନେ କଣ ଆମ ଭାରତୀୟ ସେନା ଚାପରେ ଅଛନ୍ତି ? ରକ୍ଷା ବିଶେଷଜ୍ଞ ଓ ଡାକ୍ତରଙ୍କ ରିପୋର୍ଟକୁ ଆଧାର କଲେ…