ବରଯାତ୍ରୀ ବସରେ ବିଦ୍ୟୁତ ତାର ଲାଗିବା ଘଟଣା; ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ନିକଟସ୍ଥ ରଗେଂଇଲୁଣ୍ଡା ବ୍ଲକ ଅଞ୍ଚଳରେ ୧୧ କେଭି ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ବରଯାତ୍ରୀ ବସରେ ୯ ଜଣଙ୍କ ମୃତ୍ୟୁ ହେବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି।…