ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଘୋଷଣା ! ଅର୍ଥମନ୍ତ୍ରୀ ଦେଲେ ସୂଚନା
ନୂଆଦିଲ୍ଲୀ: କେନ୍ଦ୍ରୀୟ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି। କେନ୍ଦ୍ର ସରକାର ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ଦୃଢ଼ ପଦକ୍ଷେପ ନେଉଛନ୍ତି। ଗତ ଜାନୁଆରୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ ସରକାର ଏହାର ଘୋଷଣା କରିଥିଲେ। ଏବେ ଏହି…