ଆଦିବାସୀ ମେଳାରେ ବଢୁଛି ଜୈବିକ କୃଷି ସାମଗ୍ରୀର ଚାହିଦା
ଭୁବନେଶ୍ୱର: ଆଦିବାସୀ ମେଳାକୁ ବୁଲି ଆସୁଥିବା ଦର୍ଶକଙ୍କ ପ୍ରଥମ ପସନ୍ଦ ପାଲଟିଛି ଜୈବିକ କୃଷି ସାମଗ୍ରୀ ।
ରାଜ୍ୟର ବିଭିନ୍ନ ଜିଲ୍ଲାରୁ ଜନଜାତି ସମ୍ପ୍ରଦାୟଙ୍କ ସମେତ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରୋତ୍ସାହନରେ ଅଣାଯାଇଥିବା ଜୈବିକ କୃଷି ଉତ୍ପାଦ ଗୁଡିକୁ ଲୋକେ ଆଗ୍ରହର ସହ ଖରିଦ…