ଶିକାରା ଫିଲ୍ମ ଦେଖି କାନ୍ଦି ପକାଇଲେ ଆଡଭାନୀ
ନୂଆଦିଲ୍ଲୀ: କଶ୍ମୀର ପଣ୍ଡିତଙ୍କ ଉପରେ ଆଧାରିତ ବିଧୁ ବିନୋଦ ଚୋପ୍ରାଙ୍କ ଶିକାରା ଫିଲ୍ମ ଇତି ମଧ୍ୟରେ ରିଲିଜ ହୋଇଯାଇଛି । ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଏହି ଫିଲ୍ମ ଦେଖିବାକୁ ଯାଇଥିଲେ । ଫିଲ୍ମ ଦେଖି ଆଡଭାନୀ କାନ୍ଦି ପକାଇଥିଲେ ।
ଡାଇରେକ୍ଟର ବିଧୁ ବିନୋଦ ଚୋପ୍ରା…