ଅନ୍ଲାଇନ୍ରେ ଜଗା ଦର୍ଶନ !
ପୁରୀ: କରୋନା ମହାମାରୀ ଯୋଗୁଁ ଦୀର୍ଘ ଦନ ହେବ ସମସ୍ତ ଧାର୍ମିକ ପୀଠ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିଛି । ପୁରୀରେ ବି ଶ୍ରୀଜିଉଙ୍କ ଦର୍ଶନରୁ ଶ୍ରଦ୍ଧାଳୁମାନେ ବଂଚିତ ଅଛନ୍ତି । ଏହାକୁ ଆଧାର କରି ଆଜି ଜଗା ଦର୍ଶନ ପାଇଁ ବିଚାର ବିମର୍ଶ ଚାଲିଛି । ଶ୍ରୀଜିଉଙ୍କ ଦର୍ଶନ ଲାଗି ଅନଲାଇନ୍ ମାଧ୍ୟମରେ…