Children Missing: ରାଜ୍ୟରେ ଗତ ୨ ବର୍ଷରେ ଏତିକି ଶିଶୁ ନିଖୋଜ…
ଭୁବନେଶ୍ୱର: ରାଜ୍ୟରେ ଗତ ୨ ବର୍ଷରେ ୧୧,୩୩୭ ଶିଶୁ ନିଖୋଜ ରିପୋର୍ଟ ପଞ୍ଜୀକୃତ ହୋଇଛି। ସେମାନଙ୍କ ମଧ୍ୟରୁ ୮,୩୬୨ ଶିଶୁଙ୍କୁ ଉଦ୍ଧାର କରାଯାଇଥିବାବେଳେ ୨,୯୭୫ ଜଣ ନିଖୋଜ ଅଛନ୍ତି। ଏସବୁ ରିପୋର୍ଟକୁ ପଞ୍ଜୀକୃତ କରାଯାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍(ଡିସିପିୟୁ)କୁ ହସ୍ତାନ୍ତର କରାଯାଇଛି…