ଆମ ସଂସ୍କୃତିର ଆଧୁନିକ ପ୍ରତିକ ହେବ ରାମ ମନ୍ଦିର: ମୋଦି
ଅଯୋଧ୍ୟା: ୫ଶହ ବର୍ଷର ଅପେକ୍ଷାର ଅନ୍ତ ଘଟିଛି । ଅଯୋଧ୍ୟାରେ ଭବ୍ୟ ରାମ ମନ୍ଦିର ନିର୍ମାଣର ଭୂମିପୂଜା ଓ ଶିଳାନ୍ୟାସ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାମ ମନ୍ଦିର ପାଇଁ ଶିଳାନ୍ୟାସ କରିଛନ୍ତି । ଏହି ଅବସରରେ ମୋଦି କହିଛନ୍ତି, ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭାରତୀୟ…