ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ
ଚିତ୍ରକୋଣ୍ଡା(ମାଲକାନଗିରି): ନିଜ ସର୍ଭିସ୍ ରିଭଲଭରରୁ ଗୁଳି ଫୁଟାଇ ଯବାନଙ୍କ ଆତ୍ମହତ୍ୟା । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ନିକଟ ବିଏସ୍ଏଫ୍ କ୍ୟାମ୍ପରେ ଘଟିଛି ଏହି ଅଘଟଣ ।
ଆତ୍ମହତ୍ୟା କରିଥିବା ଯବାନଙ୍କ ନାଁ ଶେଷ କର୍ଣ୍ଣ । ତାଙ୍କ ଘର ରାଜସ୍ଥାନରେ । ଚିତ୍ରକୋଣ୍ଡା ୯ ନମ୍ବର…