ସମ୍ ଅଲ୍ଟିମେଟ ମେଡିକେୟାରରେ ଯୋଗ ଦେଲେ ବିଶିଷ୍ଟ ଶିଶୁ ରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ
ଭୁବନେଶ୍ୱର: ସମ୍ ଅଲ୍ଟିମେଟ୍ ମେଡିକେୟାର (ସମ୍ମମ୍)ରେ ସିନିୟର କନ୍ସଲ୍ଟାଂଟ ଭାବେ ଯୋଗ ଦେଇଛନ୍ତି ବିଶିଷ୍ଟ ଶିଶୁରୋଗ ବିଶେଷଜ୍ଞ ଡଃ ପ୍ରଦୀପ କୁମାର ଦେ।
ଭିଏସ୍ଏସ୍ ମେଡିକାଲ କଲେଜର ଛାତ୍ର ଡଃ ଦେ ବନାରସ ହିନ୍ଦୁ ୟୁନିଭର୍ସିଟି, ବାରଣାସୀରୁ ଶିଶୁ ରୋଗ ବିଜ୍ଞାନରେ ପୋଷ୍ଟ ଗ୍ରାଜୁଏଟ୍…