ଆସୁଛି ଖିଲାଡି ଷ୍ଟାର ଅକ୍ଷୟଙ୍କ ନୂଆ ଫିଲ୍ମ !
ମୁମ୍ବାଇ: ଆଗାମୀ ଦିନରେ ଆସୁଛି ଅକ୍ଷୟ କୁମାରଙ୍କ ନୂଆ ଫିଲ୍ମ ରକ୍ଷା ବନ୍ଧନ । ଏ ନେଇ ଖୋଦ ଅକ୍କି ସୋସିଆଲ୍ ମିଡିଆରେ କନଫର୍ମ କରିଛନ୍ତି । ଏହି ଫିଲ୍ମଟିକୁ ସେ ନିଜ ଭଉଣୀ ଅଳକାଙ୍କୁ ଡେଡିକେଟ୍ କରିଛନ୍ତି ।
View this post on Instagram…