କରୋନା ଆତଙ୍କ: ମୁକାବିଲା ଲାଗି ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଉଚ୍ଚସ୍ତରୀୟ ମନ୍ତ୍ରୀ ବୈଠକ
ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡ. ପି.କେ ମିଶ୍ର ଦେଶରେ କରୋନା ଭୂତାଣୁ ମୁକାବିଲାର ସ୍ଥିତି ସମୀକ୍ଷା କରିଛନ୍ତି । ଏଥିସହିତ ଚୀନରୁ ଉଦ୍ଧାର ହୋଇଥିବା ୬୦୦ରୁ ଊର୍ଦ୍ଧ୍ୱ ଯାତ୍ରୀଙ୍କ ପାଇଁ ହୋଇଥିବା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି । ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ…