ବଜ୍ରପାତ ସହ ବର୍ଷା ଆଶଙ୍କା; ଓଡିଶାର ୧୧ ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୧୧ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ଆକଳନ କରାଯାଇଛି ।
ଉକ୍ତ ଜିଲ୍ଲା ଗୁଡିକ ମଧ୍ୟରେ ଗଜପତି, ଗଞ୍ଜାମ, ଖୋର୍ଦ୍ଧା (ଭୁବନେଶ୍ୱର), ପୁରୀ, ଭଦ୍ରକ, ଯାଜପୁର,…