କୁଲଗାମରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ
ଶ୍ରୀନଗର: ଜମ୍ମୁ କାଶ୍ମୀରର କୁଲଗାମରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର। ସୁରକ୍ଷା ବାହିନୀ ଏପର୍ଯ୍ୟନ୍ତ ଜଣେ ଆତଙ୍କବାଦୀଙ୍କୁ ମାରିଛନ୍ତି। ଅନ୍ୟ ଆତଙ୍କବାଦୀଙ୍କୁ ଖୋଜା ଚାଲିଛି।
ଚିନାର କର୍ପସ ଭାରତୀୟ ସେନା ସୋସିଆଲ ମିଡିଆ 'ଏକ୍ସ'ରେ ପୋଷ୍ଟ କରିଛି ଯେ ସୁରକ୍ଷା…