Latest Odisha News

BREAKING NEWS

[ଭିଡିଓ] ଅଜବ ୟୁ-ଟ୍ୟୁବରଙ୍କ ଗଜବ ଭିଡିଓ !

ଇଣ୍ଡୋନେସିଆ: ସାଧାରଣତଃ କିଛି ନିଆରା ଘଟଣା କିମ୍ବା ତାଜୁବ କରିଦେଲା ଭଳି ଭିଡିଓ ହିଁ ଆଜିକାଲି ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଥାଏ । ହେଲେ ଏବେ କିଛି ନ କରି ସୁଦ୍ଧା ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ହେବାରେ ଲଗିଛି । କଥାଟା ଶୁଣିବାକୁ ଅଡୁଆ ଲାଗୁଥିଲେ ବି ଏହା ସତ । ଇଣ୍ଡୋନେସିଆର…

ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ତୃତୀୟ ଦିନରେ ପଚରାଉଚୁରା ଜାରି ରଖିଛି କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ଗତ ତିନି ଦିନ ହେଲା ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ । ଆଜି ଟିମ୍ ଆଦିତ୍ୟ କରିଥିବା ଆଶ୍ରମରେ ପହଞ୍ଚି ଅନ୍ତେବାସୀମାନଙ୍କୁ ସାଢେ ତିନି ଘଣ୍ଟା ପଚରାଉଚୁରା କରିଛି । ଏହା ପରେ ଟିମ୍ ଆଦିତ୍ୟଙ୍କ ଘରକୁ ଯାଇଛି । ସେଠାରେ ପରିବାର…

ଆଜିଠୁ ଛୋଟ ପରଦାକୁ ଆସିବେ କମେଡି କିଙ୍ଗ୍ କପିଲ ଶର୍ମା !

ମୁମ୍ବାଇ: ପୁଣିଥରେ ହସିବେ ଭାରତବାସୀ । କରୋନାକୁ ଆଡେଇ ସମସ୍ତଙ୍କୁ ହସାଇବେ କମେଡି କିଙ୍ଗ୍ କପିଲ୍ ଶର୍ମା । ବହୁଦିନର ବ୍ୟବଧାନ ପରେ ସାମାଜିକ ଦୂରତ୍ୱ ମାନି ଦ କପିଲ ଶର୍ମା ସୋର ସୁଟିଂ ଆରମ୍ଭ ହୋଇଥିଲା । ତେବେ ଆଜିଠୁ ଏହି ଲୋକପ୍ରିୟ କମେଡି ସୋ’ ର ନୂଆ ଏପିସୋଡ୍ ପ୍ରସାରଣ ହେବ ।…

ଭୁବନେଶ୍ୱରରେ ୨୪ ଘଣ୍ଟାରେ ୧୨୬ ଆକ୍ରାନ୍ତ, ୧୩୩ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୧୨୬ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) ।…

ଅନଲକ୍‌-୩ ଗାଇଡଲାଇନ ମାନିବାକୁ ଦୋକାନୀଙ୍କୁ ଅନୁରୋଧ କଲା ବିଏମସି

ଭୁବନେଶ୍ୱର: ଓଡିଶା ସରକାରଙ୍କ ଦ୍ୱାରା ଜାରି ଅନଲକ୍‌-୩ ଗାଇଡଲାଇନକୁ କଡାକଡି ମାନିବାକୁ ଭୁବନେଶ୍ୱରର ବ୍ୟବସାୟୀ ସଂସ୍ଥା ମାନଙ୍କୁ ଅନୁରୋଧ କରିଛନ୍ତି ଭୁବନେଶ୍ୱର ମହାନଗର ନିଗମ (ବିଏମସି) । ବ୍ୟବସାୟୀ ସଂସ୍ଥା ସହ ଆଲୋଚନା କରିବା ପରେ ଗଣମାଧ୍ୟମକୁ ସୂଚନା ଦେଇ ବିଏମସି କମିଶନର ପ୍ରେମ…

ବୀରମିତ୍ରପୁର ଥାନା ପରିସରରୁ ଗଡିଲା ସଚେତନତା ରଥ

ସୁନ୍ଦରଗଡ଼ : ଗତ କିଛି ଦିନ ହେଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କେତେକ ଗାଁରେ ଗୁଣି ଗାରେଡ଼ି ଓ ଡାହାଣୀ ସନ୍ଦେହରେ ଲୋକଙ୍କୁ ଆକ୍ରମଣ ଘଟଣା ଦିନକୁ ଦିନକୁ ଦିନ ବଢିଚାଲିଛି । ଏହି ସନ୍ଦେହରେ ଗାଁରୁ ଲୋକଙ୍କୁ ବାସନ୍ଦ ମଧ୍ୟ କରାଯାଉଛି । ତେବେ ଏ ନେଇ ସ୍ଥାନୀୟ ଲୋକଙ୍କୁ ସଚେତନ କରିବା ପାଇଁ…

ଶ୍ରୀକ୍ଷେତ୍ରର ମାତା ମଠରେ ପାରମ୍ପରିକ ଝୁଲଣ ଯାତ୍ରା ମହୋତ୍ସବ ପାଳିତ

ପୁରୀ: ପ୍ରତିବର୍ଷ ଶ୍ରାବଣ ଶୁକ୍ଳ ଦଶମୀ ଠାରୁ ଗହ୍ମା ପୂର୍ଣ୍ଣିମା ପର‌୍ୟ୍ୟନ୍ତ ଦେଶରେ ସର୍ବତ୍ର ପାରମ୍ପରିକ ଝୁଲଣ ଯାତ୍ରା ଅନୁଷ୍ଠିତ ହୋଇଥାଏ । ପୁରୀ ଶ୍ରୀକ୍ଷେତ୍ରରେ ଶ୍ରୀମନ୍ଦିର ତଥା ବିଭିନ୍ନ ମଠ ବାଡି ମାନଙ୍କରେ ଏହି ଝୁଲଣଯାତ୍ରା ମହୋତ୍ସବ ପାଳିତ ହୋଇଥାଏ । କିନ୍ତୁ ଏ ବର୍ଷ କୋଭିଡ-୧୯…

[ଭିଡିଓ] ମାଲିକ ଓ ପୋଷା କୁକୁରର ନିଆରା ଯୁଗଳବନ୍ଦୀ !

ଭୁବନେଶ୍ୱର: ସଙ୍ଗୀତରେ ଅନେକଥର ଆପଣ ଯୁଗଳବନ୍ଦୀ ଦେଖିଥିବେ ଆଉ ଉପଭୋଗ ବି କରିଥିବେ । ହେଲେ ମଣିଷ ସହ ଯଦି ଜଣେ ପଶୁ ଗୀତ ଗାଏ, ତେବେ ଏହାକୁ ଆପଣ କିପରି ଗ୍ରହଣ କରିବେ ? ଏପରି ଏକ ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି । କମେଡିଆନ୍ ରୋହିତ ନାୟର ଏହି ଭିଡିଓଟିକୁ ସୋସିଆଲ୍…

ପରଲୋକରେ ରାଜ୍ୟସଭା ସାଂସଦ ଅମର ସିଂ

ନୂଆଦିଲ୍ଲୀ: ରାଜ୍ୟସଭା ସାଂସଦ ତଥା ପୂର୍ବତନ ସମାଜବାଦୀ ପାର୍ଟି ନେତା ଅମର ସିଂଙ୍କ ପରଲୋକ । ଆଜି ଅପରାହ୍ନରେ ୬୪ ବର୍ଷ ବୟସରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଗତ କିଛି ବର୍ଷ ହେଲା ସେ ଅସୁସ୍ଥ ଥିଲେ । ତେଣୁ ତାଙ୍କୁ କିଛି ମାସ ପୂର୍ବରୁ ସିଙ୍ଗାପୁରର ଏକ ହସ୍ପିଟାଲରେ…

କୋଭିଡ ନିୟମ ଭାଙ୍ଗୁଛନ୍ତି କି ? ସାବଧାନ.. ପୋଲିସ ନେଇପାରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର : ଘରୁ ବାହାରିଲେ ମାସ୍କ ପିନ୍ଧୁନାହାନ୍ତି କି ? ହାଟ ହବଜାରକୁ ଗଲା ବେଳେ ସାମାଜିକ ଦୂରତ୍ୱ ନିୟମ ମାନୁଛନ୍ତି ତ ? ନ ହେଲେ କମିଶନରେଟ୍ ପୋଲିସ ନେଇ ପାରେ କାର୍ଯ୍ୟାନୁଷ୍ଠାନ । କମିଶନରେଟ୍ ପୋଲିସ ପକ୍ଷରୁ ଶନିବାର ଏକ ହ୍ୱାଟସ୍ ଅପ୍ ନମ୍ବର ଜାରି କରାଯାଇଛି । ଏହି…