ଭାରତ-ନ୍ୟୁଜିଲାଣ୍ଡ ୪ର୍ଥ ଟି-୨୦ ମୁକାବିଲା
ୱେଲିଂଟନ୍: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୪ର୍ଥ ଟି-୨୦ ମ୍ୟାଚ ଶୁକ୍ରବାର ଦିନ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ୪ର୍ଥ ମ୍ୟାଚକୁ ଜିତି ନ୍ୟୁଜିଲାଣ୍ଡ ଦଳ ସିରିଜରେ ଖାତା ଖୋଲିବାକୁ ପ୍ରୟାସ କରିବ ।
ଏହି ମ୍ୟାଚ୍ ୱେଲିଂଟନ୍ ରିଜିଓନାଲ୍ ଷ୍ଟାଡିୟମରେ ଆଜି ଦିନ ୧୨ଟା ୨୦ମି.ରେ…