Latest Odisha News

BREAKING NEWS

ଏନ୍‌ସିସି ର‌୍ୟାଲିରେ ପ୍ରଧାନମନ୍ତ୍ରୀ ମୋଦୀ; ପୁଣି ସିଏଏ ସପକ୍ଷରେ ରଖିଲେ ପ୍ରତିକ୍ରିୟା

ନୂଆଦିଲ୍ଲୀ:ସାରା ଦେଶରେ ଜାରି ରହିଛି ସିଏଏ ବିରୋଧାରେ ବିକ୍ଷୋଭ । ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦୀ ପୁଣିଥରେ ସିଏଏ ସପକ୍ଷରେ ପ୍ରତକ୍ରିୟା ରଖିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏନ୍‌ସିସି ରାଲିକୁ ସମ୍ଭୋଧିତ କରି କହିଛନ୍ତି ଯେ, ଐତିହାସିକ ଭୁଲକୁ ଠିକ୍ କରିବା ଓ ବିଜେପିର ପୁରୁଣା…

ଚଳିତ କେନ୍ଦ୍ରୀୟ ବଜେଟ୍ ପଛର କୋର୍ ଟିମ୍‌କୁ ଜାଣନ୍ତୁ, କିଏ ଏମାନେ !

ନୂଆଦିଲ୍ଲୀ: ଆସନ୍ତା ଫେବୃଆରୀ ୧ ତାରିଖ ଦିନ ୧୧ଟାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ନିଜର ପ୍ରଥମ ପୂର୍ଣ୍ଣକାଳୀନ ବଜେଟ ଉପସ୍ଥାପନ କରିବେ । ଏହା ମୋଦି ସରକାରଙ୍କ ୨.୦ର ପ୍ରଥମ ପୂର୍ଣ୍ଣକାଳୀନ ବଜେଟ । ଏଥିପାଇଁ ବଜେଟ୍‌ର ପ୍ରିଂଟିଂ ମଧ୍ୟ ଆରମ୍ଭ ହୋଇଯାଇଛି । ତେବେ ଏହି ବଜେଟକୁ…

ବାର୍ଡ ଫ୍ଲୁ ଆତଙ୍କ: ଓୟୁଏଟିରେ ହଜାରେ କୁକୁଡାକୁ ମାରିଲା ରାପିଡ୍ ରେସ୍‌ପନ୍ସ ଟିମ୍

ଭୁବନେଶ୍ୱର: ଭୁବନେଶ୍ୱର ଓୟୁଏଟି ଭିତରେ ଥିବା ବାର୍ଡ ଫ୍ଲ ଭୂତାଣୁରେ ସଂକ୍ରମିତ ହୋଇଥିବା ହଜାରେରୁ ଅଧିକ କୁକୁଡାକୁ ମରାଯାଇଛି । ମୃତ କୁକୁଡାଗୁଡିକୁ ବଡ ବଡ ଗାତ ଖୋଳାଯାଇ ପୋତି ଦିଆଯାଇଛି । ୧୨ଟି ରାପିଡ ରେସ୍‌ପନ୍ସ ଟିମ୍ ମଧ୍ୟରୁ ୭ଟି ଟିମ୍ କୁକୁଡା ମରା ଅଭିଯାନରେ ଲାଗିଛନ୍ତି । ଅନ୍ୟ…

ଗଣତନ୍ତ୍ର ଦିବସ ପରେଡ଼: ଓଡିଶାର ପ୍ରଜ୍ଞାପନ ମେଢ଼କୁ ଦ୍ଵିତୀୟ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶା ପାଇଁ ଗର୍ବ ଆଣିଲା ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥ । ୭୧ ତମ ସାଧାରଣତନ୍ତ୍ର ଦିବସ ଅବସରରେ ଦିଲ୍ଲୀ ରାଜପଥରେ ଆକର୍ଷଣର କେନ୍ଦ୍ରବିନ୍ଦୁ ସାଜିଥିବା ଲିଙ୍ଗରାଜ ମହାପ୍ରଭୁଙ୍କ ରୁକୁଣା ରଥକୁ ଦ୍ଵିତୀୟ ଶ୍ରେଷ୍ଠ ପ୍ରଜ୍ଞାପନ ମେଢ଼ ଭାବେ ସମ୍ବର୍ଦ୍ଧିତ କରାଯାଇଛି ।…

ଆରମ୍ଭ ହେଲା କୁକୁଡା ମରା ଅଭିଯାନ

ଭୁବନେଶ୍ୱର: ଓୟୁଏଟି ବିଶ୍ୱବିଦ୍ୟାଳୟର ରିସର୍ଚ୍ଚ ପାଉଲଟ୍ରି ଫାର୍ମରେ ବାର୍ଡ ଫ୍ଲୁ ନେଇ ସ୍ପଷ୍ଟ ସୂଚନା ମିଳିବାର ଗୋଟିଏ ଦିନପରେ କୁକୁଡା ମରା ଅଭିଯାନ ଆରମ୍ଭ ହୋଇଛି। ପଶୁ ସମ୍ପଦ ବିଭାଗ ପକ୍ଷରୁ ମଙ୍ଗଳବାର ଦିନ ଓୟୁଏଟି କ୍ୟାମ୍ପସ ଠାରୁ ୧କିମି. ବ୍ୟାସାର୍ଦ୍ଧ ଅଞ୍ଚଳ ମଧ୍ୟରେ କୁକୁଡା…

ଟିମ୍ ଇଣ୍ଡିଆ ବସରେ ଏବେବି ଖାଲି ରହୁଛି ଧୋନୀଙ୍କ ସିଟ୍ !

ଭୁବନେଶ୍ୱର: ଟିମ୍ ଇଣ୍ଡିଆର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରତି ଏବେ ବି ଦଳର ସଦସ୍ୟଙ୍କ ଯଥେଷ୍ଟ ସମ୍ମାନ ରହିଛି । ଏହି କଥା ଯୁବ ବୋଲର ୟୁଜଭେନ୍ଦ୍ର ଚହଲ କହିଛନ୍ତି । MUST WATCH: We get you Chahal TV from the Bus! ? This one is en route from Auckland…

ରାଜଧାନୀରେ ଜମୁଛି ଆଦିବାସୀ ମେଳାର ସମ୍ଭାର

ଭୁବନେଶ୍ୱର : ଭୁବନେଶ୍ୱରସ୍ଥିତ ଇଡକଲ ପ୍ରଦର୍ଶନୀ ପଡିଆରେ ଚଳିତ ବର୍ଷ ଆଦିବାସୀ ମେଳା ଅନୁଷ୍ଠିତ ହୋଇଛି । ଆଦିବାସୀ ସମ୍ପ୍ରଦାୟର କଳା ସଂସ୍କୃତି ଜୀବନ ଧାରଣର ଶୈଳୀ ଚିତ୍ରକଳା ଓ ସ୍ଥାପତ୍ୟକୁ ପ୍ରଦର୍ଶନ କରିବା ସହିତ ବିଭିନ୍ନ ଜଙ୍ଗଲ ଜାତ ଦ୍ରବ୍ୟ ଓ ଆଦିବାସୀଙ୍କ ସାମଗ୍ରୀ ବିକ୍ରୀ କରିବା…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶିଫଳ ତା ୨୮-୧-୨୦୨୦ ମଙ୍ଗଳବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ଆଜି ଦିନର ମହତ୍ତ୍ୱ. ଆଜି ହେଉଛି ୨୦୨୦ ମସିହା ଜାନୁଆରୀ ତା ୨୮ ରିଖ ମଙ୍ଗଳବାର ମକର ୧୪ ଦିନ ମାଘମାସ ଶୁକ୍ଳ ପକ୍ଷ ତୃତୀୟା ଭୁକ୍ତ ଚତୁର୍ଥୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର ଘାତ ବାର-:…

ନୂଆ ରୂପ ନେବ ଏକାମ୍ର କ୍ଷେତ୍ର; ବିସ୍ଥାପିତଙ୍କ ସହାୟତା ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ନୂଆ ରୂପ ନେବ ଏକାମ୍ର କ୍ଷେତ୍ର । ପୁରୀ ଶ୍ରୀମନ୍ଦିର ଢ଼ାଂଚାରେ ହେବ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର । ଏହାର ଆଖପାଖ ଅଞ୍ଚଳକୁ କରାଯିବ ସୌନ୍ଦର୍ଯ୍ୟକରଣ । ଏଥିପାଇଁ ଏକାମ୍ର ଯୋଜନାରେ ବିସ୍ଥାପିତଙ୍କ ଥଇଥାନ ପାଇଁ ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି । ଥଇଥାନ ଓ ସହାୟତା…

ବଜେଟ୍ ୨୦୨୦: ଭାରତୀୟ ରେଳକୁ ମିଳିବ କ’ଣ ?

ନୂଆଦିଲ୍ଲୀ: ସାଧାରଣ ବଜେଟରେ ରେଳ ବଜେଟ୍ ମିଶିଯାଇଥିବା ବେଳେ ଏଥର ଭାରତୀୟ ରେଳକୁ କ’ଣ ମିଳିବ ତା’ଉପରେ ରହିଛି ସମସ୍ତଙ୍କ ନଜର । ରେଳବାଇ ବି ଆଶା କରିଛି, ଏଥର ବଜେଟରେ ଭାରତୀୟ ରେଳକୁ ବିଶ୍ୱସ୍ତରୀୟ କରାଯିବାକୁ ଉଦ୍ୟମ କରାଯିବ । ବିଶେଷ କରି ହାଇସ୍ପିଡ୍ ଟ୍ରେନ୍ ଚଳାଚଳ ଏବଂ ଯାତ୍ରୀ…