ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁକୁ ହତ୍ୟାକାଣ୍ଡ କହିଲେ ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ; ବତାଇଲେ ୨୬ କାରଣ
ମୁମ୍ବାଇ: ବଲିଉଡ ଅଭିନେତା ତଥା ସ୍ୱର୍ଗତଃ ସୁଶାନ୍ତ ସିଂହ ରାଜପୁତଙ୍କ ଆତ୍ମହତ୍ୟାକୁ ଏକ ହତ୍ୟାକାଣ୍ଡ ବୋଲି କହିଛନ୍ତି ବିଜେପି ନେତା ସୁବ୍ରମଣ୍ୟମ ସ୍ୱାମୀ । ଏଥିସହିତ ସେ ୨୬ଟି କାରଣ ସମ୍ପର୍କରେ ମଧ୍ୟ ବତାଇଛନ୍ତି।
ସୁବ୍ରମଣ୍ୟମଙ୍କ ଏଭଳି କଥା ସୋସିଆଲ୍ ମିଡିଆରେ ଚର୍ଚ୍ଚାର ବିଷୟ…