ଏମିତି କରି ମହାମାରୀକୁ ମାତ ଦେଲେ ଉପରାଷ୍ଟ୍ରପତି, ସେୟାର କଲେ ସିକ୍ରେଟ୍
ନୂଆଦିଲ୍ଲୀ: କରୋନାରୁ ସୁସ୍ଥ ହୋଇଛନ୍ତି ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ । ୭୧ ବର୍ଷ ବୟସରେ ଡାଏବେଟିସ୍ ଓ ଆଉ କିଛି ସ୍ୱାସ୍ଥ୍ୟ ସମସ୍ୟା ଥିଲେ ବି କରୋନା ସହ ଲଢ଼େଇରେ ସେ ବିଜୟୀ ହୋଇଛନ୍ତି । କେମିତି ମହାମାରୀକୁ ମାତ ଦେଲେ ତାର ସିକ୍ରେଟ ସୋସିଆଲ୍ ମିଡିଆରେ ସେୟାର କରିଛନ୍ତି…