Latest Odisha News

BREAKING NEWS

ଧନ ବୃଦ୍ଧି କରାଇବ ଚାଣକ୍ୟଙ୍କ ଏହି ଉପାୟ !

ଭୁବନେଶ୍ୱର: ଜୀବନର ଅନେକ ଗୂଢ ରହସ୍ୟର ସମାଧାନର ବାଟ ଆଚାର୍ଯ୍ୟ ଚାଣକ୍ୟ ନିଜ ନୀତିଶାସ୍ତ୍ରରେ ବତାଇ ଦେଇଛନ୍ତି । ସେଥି ମଧ୍ୟରୁ ଧନ ବୃଦ୍ଧି ଅନ୍ୟତମ। ଏହାର ଅନୁସରଣ କରିବା ଦ୍ୱାରା ଜୀବନ ସମୃଦ୍ଧ ଏବଂ ଉଲ୍ଲାସପୂର୍ଣ୍ଣ ହୋଇଥାଏ। ଚାଣକ୍ୟ ବାଣୀ ଅନୁଯାୟୀ, ପଇସା ରୋଜଗାର କରିବା ଏବଂ ସଞ୍ଚୟ…

ଏହିସବୁ କାର୍ଯ୍ୟ କଲେ ରୋଷ ହୁଅନ୍ତି ମାଆ ଲକ୍ଷ୍ମୀ, ଜାଣନ୍ତୁ

ଭୁବନେଶ୍ୱର: ହିନ୍ଦୁଶାସ୍ତ୍ର ଅନୁସାରେ ଧନର ଦେବୀ ହେଉଛନ୍ତି ମା ଲକ୍ଷ୍ମୀ ପ୍ରତ୍ୟେକ ଦିନ ସ୍ୱଚ୍ଛ ଓ ଶୁଦ୍ଧ ଭାବେ ଧନଦାତ୍ରୀ ମାଆ ଲକ୍ଷ୍ମୀଙ୍କ ଆରାଧନା କଲେ ଘରେ ଧନର ବୃଦ୍ଧି ହେବା ସହ ସୁଖ ସମୃଦ୍ଧି ମଧ୍ୟ ପ୍ରାପ୍ତ ହୁଏ । ମାତ୍ର ବେଳେବେଳେ ଦେଖାଯାଏ ଯେ ଆମ ପରିଶ୍ରମ ଅନୁଯାୟୀ ତାହାର…

ଚର୍ଚ୍ଚାରେ ପାକିସ୍ତାନୀ କରୋନା ସେଲ୍‌ଫି !

ପାକିସ୍ତାନ: କ୍ରିକେଟର୍‌ଙ୍କ ସହ ସେଲ୍‌ଫି ନେବା ଓ ତାକୁ ସୋସିଆଲ ମିଡିଆରେ ଅପଲୋଡ୍ କରି କ୍ରେଡିଟ୍ ନେବାକୁ ବହୁତ ମଜା ମିଳେ । ହେଲେ ସେହି ମଜା ଯଦି ଆପଣଙ୍କ ପାଇଁ ସଜା ପାଲଟିଯାଏ, ତେବେ କ'ଣ କରିବେ ଆପଣ ? ଜଣେ ପାକିସ୍ତାନୀ କ୍ରିକେଟ୍ ଫ୍ୟାନ୍ ମହମ୍ମଦ ସାହାବ ଘୋରୀକୁ ସେଲ୍‌ଫି ନେବା…

ଜଙ୍ଗଲରେ କିଏ କଲା ମଣିଷ ଶିକାର ?

ଅନୁଗୋଳ: ଅନୁଗୋଳ ଜିଲ୍ଲାରୁ ଆସିଛି ଖବର । ଜଙ୍ଗଲରେ ଚାଲିଛି ଦୁଇ ଗୋଡିଆଙ୍କ ଶିକାର । ହେଲେ ପଶୁ ନୁହେଁ ବରଂ ସାମାଜିକ ପ୍ରାଣୀଙ୍କ ଜୀବନ ଏବେ ଶସ୍ତା ହୋଇଯାଇଛି । ବୋଧ ହୁଏ ସେଥିପାଇଁ ଜଙ୍ଗଲରେ ଝୁଲନ୍ତା ଅବସ୍ଥାରେ ମିଳିଛି ତିନିତିନିଜଣଙ୍କ ମୃତଦେହ । ଡିମିରିପଦା ପାହାଡ ପାଖ ବାଲିପଟା…

ଜାଣନ୍ତୁ କେମିତି କଟିବ ଆଜିର ଦିନ…

ରାଶି ଫଳ ତା ୩୦-୦୭-୨୦୨୦ ଗୁରୁବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୩୦ ରିଖ ଗୁରୁବାର କର୍କଟ୧୫ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଏକାଦଶୀ ତିଥି ଜ୍ଯେଷ୍ଠା ନକ୍ଷତ୍ର ବିଛା ଚନ୍ଦ୍ର ଘାତ ବାର-:  ତୁଳା ଓ କୁମ୍ଭ  ରାଶିର ଘାତ ଚନ୍ଦ୍ର-: କନ୍ୟା ରାଶି ପୁରୁଷ ବିଛା…

ଚଳିତବର୍ଷ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

ଭୁବନେଶ୍ୱର: ମହାତ୍ମାଗାନ୍ଧି ମାର୍ଗ ନୁହେଁ, ଚଳିତବର୍ଷ କରୋନା କଟକଣା ଯୋଗୁ ୟୁନିଟ-୩ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ । ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ…

ସୁସ୍ଥ ହେଲେ ରେକର୍ଡ ୮୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଗୋଟିଏ ଦିନରେ ଏକାଥରକେ ସୁସ୍ଥ ହେଲେ ରେକର୍ଡ ୮୭୮ କରୋନା ଆକ୍ରାନ୍ତ । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୯୬ ଭୂତାଣୁ ସଂକ୍ରମିତ ଆରୋଗ୍ୟ ଲାଭ କରିଛନ୍ତି । ମୋଟ୍ ୨୬ ଜିଲ୍ଲାର ୮୭୮ କରୋନା ସଂକ୍ରମିତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା…

ଆସିଲା ‘କେଜିଏଫ-୨’ର ପୋଷ୍ଟର, ଭୟଙ୍କର ଲୁକ୍‌ରେ ସଂଜୟ ଦତ୍ତ

ମୁମ୍ବାଇ: ସାମ୍ନାକୁ ଆସିଲା ଅପ୍‌କମିଂ ଆକ୍ସନ ଫିଲ୍ମ ‘କେଜିଏଫ-୨ର ପୋଷ୍ଟର । ଏହି ପୋଷ୍ଟରରେ ସଂଜୟ ଦତ୍ତଙ୍କ ଲୁକ୍‌କୁ ରିଲିଜ କରାଯାଇଛି । ଏଥିରେ ସେ ପୁରା ଦମ୍‌ଦାର୍ ଲୁକ୍‌ରେ ନଜର ଆସିଛନ୍ତି । ତାଙ୍କ ଲୁକ୍ ପୁରା ଭୟଙ୍କର ରହିଛି । ସଂଜୟ ଦତ୍ତଙ୍କ ଜନ୍ମଦିନ ଅବସରରେ କେଜିଏଫ୍ ଫିଲ୍ମ…

ବାହୁବଳୀ ନିର୍ଦ୍ଦେଶକ ଏସ୍ ରାଜମୌଲି କରୋନା ପଜିଟିଭ

ମୁମ୍ବାଇ: ବ୍ଲକବଷ୍ଟର ସୁପର ହିଟ୍ ଫିଲ୍ମ ବାହୁବଳୀର ନିର୍ଦ୍ଦେଶକ ଏସ୍ ରାଜମୌଲି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି । ଏନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଏବେ ସେ ହୋମ୍ କ୍ୱାରେଂଟାଇନ୍‌ରେ ଅଛନ୍ତି । ତାଙ୍କୁ ଏବଂ ତାଙ୍କ ପରିବାର…

ଚାଲିଗଲେ ଋତୁ, ଛାଡିଗଲେ ସ୍ମୃତି…

ଭୁୁବନେଶ୍ୱର: ସବୁଦିନେ ସମସ୍ତଙ୍କୁ ଖବର ଦେଉଥିବା ଲୋକ ଆଜି ନିଜେ ଖବର ପାଲଟିଛି । ଆଉ ନାହାନ୍ତି ଋତୁ ଟହଲ । ଗତକାଲି ଏହି ଖବର ଓଡିଶା ଗଣମାଧ୍ୟମ ସଂସ୍ଥାରେ ଖେଳାଇଦେଇଥିଲା ଶୋକର ଛାୟ । ଗଣମାଧ୍ୟମ ଜଗତର ଜଣେ ଅତ୍ୟନ୍ତ ଭଦ୍ର ଚରିତ୍ର ଆମକୁ ଛାଡି ଆରପାରିକୁ ଚାଲିଯାଇଛନ୍ତି । ଉଚ୍ଚ ରକ୍ତଚାପରେ…