ମୁକ୍ତ ହେଲେ ପିଡିପି ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି
ଶ୍ରୀନଗର : ଗତ ବର୍ଷ ଅଗଷ୍ଟ ମାସରେ ଜମ୍ମୁ ଓ କଶ୍ମୀର ଉପରୁ ଧାରା ୩୭୦ ଉଠିବା ପରଠାରୁ ନଜରବନ୍ଦୀ ଥିବା ପିଡିପି ମୁଖ୍ୟ ତଥା ଜମ୍ମୁ ଓ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତିଙ୍କୁ ଆଜି ମୁକ୍ତ କରାଯାଇଛି । ସେହିପରି ଜମ୍ମୁ ଓ କଶ୍ମୀର ପ୍ରଶାସନର ମୁଖପାତ୍ର ରୋହିତ କନସଲ ମଧ୍ୟ ଏ…