ଅଶ୍ଳିଳ ସାଇଟରେ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି…
ନୂଆଦିଲ୍ଲୀ: ଇଟାଲୀର ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ପର୍ଣ୍ଣ ସାଇଟରେ ନିଜର ଏବଂ ଅନ୍ୟ ମହିଳାଙ୍କ ଫଟୋ ସେୟାରକୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଦୋଷୀ ମାନଙ୍କ ବିରୁଦ୍ଧରେ କଡା କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏହି ୱେବସାଇଟର ନାମ ଫିକା ଥିବା ଜଣାପଡିଛି।…