Latest Odisha News

BREAKING NEWS

କେବେ ଭାବିଛନ୍ତି କି ନାନା ବାୟା ଗୀତ ଶୁଣି କାହିଁକି ଶୋଇ ପଡନ୍ତି ଶିଶୁ, ଜାଣନ୍ତୁ…

ଭୁବନେଶ୍ୱର: ଛୋଟ ପିଲାଙ୍କୁ ମାଆ ଶୁଆଇ ଦେବା ପାଇଁ ନାନାବାୟା ଗୀତ ଗାଉଥିବା ଆପଣ ନିଶ୍ଚିତ ଶୁଣିଥିବେ । ସେ " ଆ ଜହ୍ନ ମାମୁଁ ସରଗ ଶଶୀ, ମୋ କାହ୍ନୁ ହାତରେ ପଡ଼ରେ ଖସି" ହେଉ କି "ଧୋ ରେ ବଇଆ ଧୋ" ହେଉ । କେବଳ ଆମ ଓଡ଼ିଆ ମା’ ନୁହଁନ୍ତି ପୃଥିବୀର ସବୁ ସଂସ୍କୃତି ତଥା ପରମ୍ପରାରେ…

କୋଣାର୍କ ମନ୍ଦିର ସୁରକ୍ଷା ପ୍ରସଙ୍ଗ: ଏଏସଆଇ ଓ କେନ୍ଦ୍ର ନେବେ ସଂରକ୍ଷଣ ଦାୟିତ୍ୱ

ଭୁବନେଶ୍ୱର: କୋଣାର୍କ ସୂର୍ଯ୍ୟ ମନ୍ଦିରର ମରାମତି ଓ ସଂରକ୍ଷଣ କାର୍ଯ୍ୟ ନେଇ କେନ୍ଦ୍ରୀୟ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ୍ ଭାରତୀୟ ପ୍ରତ୍ନତତ୍ୱ ସର୍ବେକ୍ଷଣ (ଏଏସଆଇ) ସହ ଆଲୋଚନା କରିବେ ବୋଲି ଶୁକ୍ରବାର ଦିନ ସୂଚନା ଦେଇଛନ୍ତି । ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନ ବନ୍ଦରରେ…

ମା’ ବିରଜାଙ୍କ ସ୍ଵନକ୍ଷତ୍ର ଦିବସ; ଚଳଚଞ୍ଚଳ ଯାଜପୁର

ଯାଜପୁର: ଯାଜପୁରର ଅଧୀଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କର ଆଜି ସ୍ୱନକ୍ଷତ୍ର ଦିବସ । ଜଗତଜିତା ଦୟାମୟୀ ବିପଦହାରିଣୀ ମା’ ବିରଜା ପୀଠ ଦେଶର ଧାର୍ମିକ ପୀଠ ମଧ୍ୟରୁ ଅନ୍ୟତମ । ଜନ୍ମତିଥିରେ କରୁଣାମୟୀ ମା’ ସାବିତ୍ରୀ ବେଶରେ ଭକ୍ତ ଗଣଙ୍କୁ ଦର୍ଶନ ଦେଇଛନ୍ତି । ମାଙ୍କର ଏହି ବେଶ ଦର୍ଶନ କଲେ…

ରାଜ୍ୟବ୍ୟାପୀ ସାଧାରଣତନ୍ତ୍ର ଦିବସ ପାଳନ: ଜାଣନ୍ତୁ, କିଏ କେଉଁଠି କରିବେ ପତାକା ଉତ୍ତୋଳନ

ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୨୬ ତାରିଖରେ ସାରା ଦେଶରେ ସାଧାରଣତନ୍ତ୍ର ଦିବସ ପାଳନ କରାଯିବାକୁ ଥିବା ବେଳେ ଏହି ଅବସରରେ ଭୁବନେଶ୍ୱରରେ ଜାତୀୟ ପତାକା ଉତ୍ତୋଳନ କରିବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ । ଏଥିରେ ସମ୍ମାନୀତ ଅତିଥି ଭାବେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।…

ଆଜି ‘ଜାତୀୟ କନ୍ୟାରତ୍ନ ଦିବସ’: ଜାଣନ୍ତୁ ଏହାର ବିଶେଷତ୍ୱ

ଭୁବନେଶ୍ୱର: ଜାନୁଆରୀ ୨୪ । ପ୍ରତିବର୍ଷ ଏହିଦିନ ପାଳନ କରାଯାଏ 'ଜାତୀୟ କନ୍ୟାରତ୍ନ ଦିବସ' । ସ୍ୱାଧୀନତାର ଏତେ ବର୍ଷ ପରେ ଆଜି ବି ଥମିନି କନ୍ୟାଭୃଣ ହତ୍ୟା ପରି ଜଘନ୍ୟ ଅପରାଧ । ଲୋକ ଆଧୁନିକତା ଆଡ଼କୁ ଗତି କରୁଥିଲେ ମଧ୍ୟ ଆଜି ବି ସମାଜରେ ଝିଅ ଓ ପୁଅ ମାନଙ୍କ ଭିତରେ ପ୍ରଭେଦ ପରି ଘଟଣା…

ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ବକ୍ସି ଜଗବନ୍ଧୁଙ୍କ ଶ୍ରାଦ୍ଧ ବାର୍ଷିକରେ ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ଅଜଣା…

ଭୁବନେଶ୍ୱର: ପାଇକ ବିଦ୍ରୋହର ମୁଖ୍ୟ ପୁରୋଧା ବକ୍ସି ଜଗବନ୍ଧୁଙ୍କର ଆଜି ହେଉଛି ଶ୍ରାଦ୍ଧ ବାର୍ଷିକୀ । ୧୯୨୮ ମସିହା ଆଜିର ଦିନରେ ସେ ସେ ପ୍ରାଣତ୍ୟାଗ କରିଥିଲେ । ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି କଥା.. ବକ୍ସି ଜଗବନ୍ଧୁଙ୍କ ସମ୍ପୂର୍ଣ୍ଣ ନାମ ଜଗବନ୍ଧୁ ବିଦ୍ୟାଧର ମହାପାତ୍ର ଭ୍ରମରବର…

ଦକ୍ଷିଣାଞ୍ଚଳ କମାଣ୍ଡର ଭାବେ ନିଯୁକ୍ତ ହେଲେ ଓଡିଆ ସେନାଅଧିକାରୀ ସିପି ମହାନ୍ତି

ଭୁବନେଶ୍ୱର: ଦକ୍ଷିଣାଞ୍ଚଳ ଆର୍ମି କମାଣ୍ଡର ଭାବେ ନିଯୁକ୍ତ ହୋଇଛନ୍ତି ବରିଷ୍ଠ ଓଡିଆ ସେନା ଅଧିକାରୀ ଲେଫ୍ଟନାଣ୍ଟ ଜେନେରାଲ୍ ସିପି ମହାନ୍ତି । ଯାହା ଓଡିଶା ପାଇଁ ଅନ୍ୟତମ ଗୌରବ । ଶ୍ରୀ ମହାନ୍ତି ଲେଫ୍ଟନାଣ୍ଟ ଜେନେରାଲ୍ ଏସକେ ସାଇନିଙ୍କ ସ୍ଥାନ ନେବେ । ଅପରପକ୍ଷରେ ସାଇନି ଆସନ୍ତାକାଲି…

ଜେଲରୁ ବାହାରିଲେ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍‌

କଟକ: ବହୁ ଚର୍ଚ୍ଚିତ ୨୦୧୮ ମସିହା ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ୍ ମେହେର ଶୁକ୍ରବାର ଦିନ ଜେଲରୁ ବାହାରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ମା’ଙ୍କ ଶ୍ରାଦ୍ଧ ଲାଗି ପୁଞ୍ଜିଲାଲଙ୍କୁ ଜାନୁଆରୀ ୨୪ ତାରିଖରୁ ୨୮ ତାରିଖ ଯାଏଁ ଅର୍ଥାତ୍ ୪ ଦିନ ଲାଗି ଓଡିଶା…

ଜ୍ୟୋତିଷ ବିଚାରରେ ଶନି ଚଳନ; କ’ଣ ରହିଛି ଶୁଭାଶୁଭ ଫଳ ଜାଣନ୍ତୁ…

ଗ୍ରହରାଜ ଶନି ନୀଳ ରଙ୍ଗର ପ୍ରତିକ । ସେ ଆୟୁକୁ ନିୟନ୍ତ୍ରଣ କରନ୍ତି ଅଳ୍ପାୟୁ ଦୀର୍ଘାୟୁ ଶନିଙ୍କର ଅଧିନ।ସେ ନ୍ୟାୟର ବିଚାରକ ଦୋଷିକୁ ଦଣ୍ଡ ପ୍ରଦାନ କରନ୍ତି ସତ୍ୟ ଧର୍ମ ର ଆଜ୍ଞା ପାଳନ କରି ଥାନ୍ତି । କଳି ଯୁଗରେ ହନୁମାନ, କାଳି, ଓ ଗ୍ରହରାଜ ଶନି ଏ ତିନିଜଣ ଜୀବନ୍ତ (ଜ୍ୟୋତିଷ କୌମୁଦୀ)।…

ଆଜି ଭାରତ-ନ୍ୟୁଜିଲାଣ୍ଡ ୧ମ ଟି-୨୦ ଟକ୍କର

ଅକଲାଣ୍ଡ: ଆଜି ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟି-୨୦ ମ୍ୟାଚ ଖେଳାଯିବ । ୫ ଶୃଙ୍ଖଳା ବିଶିଷ୍ଟ ଏହି ଟି-୨୦ର ୧ମ ମ୍ୟାଚରେ ଭାରତୀୟ ଖେଳାଳୀ ମାନେ ନିଜର ଶକ୍ତି ପ୍ରଦର୍ଶନ କରିବା ସହ ବିଜୟ ଧାରା ଜାରି ରଖିବା ଲାଗି ଏକପ୍ରକାର ରଣନୀତି ପସ୍ତୁତ କରିଛନ୍ତି । ଏହି ମ୍ୟାଚ୍ ଅକଲାଣ୍ଡର…