କେନ୍ଦୁଝରରେ ସୁପର ସ୍ପ୍ରେଡର; ୩୭ ଜଣଙ୍କୁ କଲେ ସଂକ୍ରମିତ
କେନ୍ଦୁଝର: ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦୁଝରରେ ୭୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇରେ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୭୩୦ରେ ପହଞ୍ଚିଛି ।
ଏନେଇ ପ୍ରଶାସନ ପକ୍ଷରୁ ଟ୍ୱିଟ୍ କରାଯାଇଛି । ପ୍ରଶାସନର ଉକ୍ତ ଟ୍ୱିଟ୍ ଅନୁଯାୟୀ ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ…