କରୋନା ମୁକାବିଲା ପାଇଁ ସୋଆ କମ୍ୟୁନିଟି ରେଡିଓର ସଚେତନତା କାର୍ଯ୍ୟକ୍ରମ
ଭୁବନେଶ୍ୱର: କୋଭିଡ-୧୯ ମହାମାରୀର ଭୟାବହ ପରିସ୍ଥିତି ମଧ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ସୋଆ କମ୍ୟୁନିଟି ରେଡିଓ ପକ୍ଷରୁ ଅନେକ ସଚେତନତା କାର୍ଯ୍ୟକ୍ରମ ପରିବେଷଣ କରାଯାଉଛି ।
ୟୁନିସେଫ୍ର ସହଭାଗିତାରେ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪…