ଗୋଟିଏ ଦିନରେ ଭୁବନେଶ୍ୱରରୁ ୨୭୧ କରୋନା ପଜିଟିଭ; ୩୧୩ ସୁସ୍ଥ
ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୨୭୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ୨୫,୭୩୫ କରୋନା ପଜିଟିଭ ମାମଲା ରହିଛି ।
ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ…