Latest Odisha News

BREAKING NEWS

ପୂର୍ବରୁ ୧୫ ଟି ପିଲା ଜନ୍ମ କରିଥିଲେ ମହିଳା, ୧୬ ତମ ଶିଶୁ ଜନ୍ମ କରିବାକୁ ଯାଇ କଣ ହେଲା ଜାଣନ୍ତୁ

ଭୋପାଳ: ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଜଣେ ମହିଳା ନିଜର ୧୬ ତମ ସନ୍ତାନକୁ ଜନ୍ମ ଦେଇଥିଲେ ଏବଂ କିଛି ସମୟ ପରେ ନବଜାତ ଶିଶୁଙ୍କ ସହ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ପଦଝିର ଗାଁର ୪୫ ବର୍ଷୀୟା ମହିଳା ସୁଖରାଣୀ ଅହିରୱାର ଶନିବାର ଦିନ ଏକ ଶିଶୁପୁତ୍ରକୁ ଘରେ ପ୍ରସବ…

କାହିଁକି ପାଳନ ହୁଏ ବିଜୟାଦଶମୀ ବା ଦଶହରା? କଣ ରହିଛି ଏହାର ମହତ୍ୱ

ଦଶହରା ପର୍ବ ହେଉଛି ହିନ୍ଦୁ ଧର୍ମର ପ୍ରମୁଖ ପର୍ବ। ଏହା ବିଜୟା ଦଶମୀ ନାମରେ ମଧ୍ୟ ଜଣାଶୁଣା। ଚଳିତ ବର୍ଷ ୨୫ ଅକ୍ଟୋବରରେ ଏହି ପର୍ବ ପାଳନ କରାଯିବ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଏହି ପର୍ବ ଅସତ୍ୟ ଉପରେ ସତ୍ୟର ବିଜୟ ଦିବସ ଭାବରେ ପାଳନ କରାଯାଏ। ଏହି ଦିନ ଅସ୍ତ୍ରଶସ୍ତ୍ର ପୂଜା ପାଇଁ ମଧ୍ୟ…

ଧାୱନଙ୍କ ବିସ୍ଫୋରକ ଅପରାଜିତ ଅର୍ଦ୍ଧଶତକ, ମୁମ୍ବାଇ ଇଣ୍ଡିଆନ୍ସ ସମ୍ମୁଖରେ ୧୬୩ ରନର ଲକ୍ଷ୍ୟ

ଆବୁଧାବି: ଆଇପିଏଲ୍ ୨୭ ତମ ମ୍ୟାଚ୍‌ରେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଶିଖର ଧଓ୍ଵନ ଅପରାଜିତ ୬୯ ରନ୍ ସହାୟତାରେ ଦିଲ୍ଲୀ କ୍ୟାପିଟାଲ୍ସ  ୧୬୩ ରନ୍‌ର ବିଜୟ ଲକ୍ଷ୍ୟ ମୁମ୍ବାଇ ଇଣ୍ଡିଆନ୍ସକୁ  ଦେଇଛି । ଧଓ୍ଵନ ୫୨ଟି ବଲ ଖେଳି ୬ଟି ଚୌକା ଓ ଗୋଟିଏ ଛକା ମାରିଥିଲେ । ଆବୁଧାବିର ଶେଖ ଜୟେଦ୍…

ରାଜ୍ୟ ପାଇଁ ଗର୍ବର ମୁହୂର୍ତ୍ତ; ପୁରୀର ସ୍ବର୍ଣ୍ଣିମ ବେଳାଭୂମିକୁ ଆନ୍ତର୍ଜାତିକ ବ୍ଲୁ ଫ୍ଲାଗ ପ୍ରମାଣପତ୍ର 

ଭୁବନେଶ୍ୱର: ଦେଶର ୫ଟି ରାଜ୍ୟ ଓ ୨ଟି କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ୮ ଟି ବେଳାଭୂମିକୁ ୟୁଏନଇପି, ୟୁଏନଡବ୍ଲୁଟିଓ, ଏଫଇଇ, ଆଇୟୁସିଏନର ସଦସ୍ୟମାନଙ୍କୁ ନେଇ ଗଠିତ ଆନ୍ତର୍ଜାତିକ ବିଚାରକମଣ୍ଡଳୀ ବ୍ଲୁ ଫ୍ଲାଗ ସମ୍ମାନ ପ୍ରଦାନ କରିଛନ୍ତି । ଦେଶପାଇଁ ଏହା ଏକ ଗର୍ବର ମୂହୁର୍ତ୍ତ …

କଟକଣାରେ ଖୋଲିଲା ବିଶ୍ୱପ୍ରସିଦ୍ଧ କାମାକ୍ଷା ମନ୍ଦିର !

ଆସାମ: କରୋନା ମାହାମାରୀ ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିଲା ଆସାମର ବିଶ୍ୱପ୍ରସିଦ୍ଧ କାମାକ୍ଷା ମନ୍ଦିର । ତେବେ ବହୁଦିନର ବ୍ୟବଧାନ ପରେ ଶେଷରେ କୋଭିଡ୍ କଟକଣା ମଧ୍ୟରେ ରବିବାର ମନ୍ଦିର ଖୋଲାଯାଇଛି । ସର୍ବସାଧାରଣଙ୍କ ପାଇଁ ମନ୍ଦିର ଖୋଲିଥିଲେ ବି ଏକାଧିକ କଟକଣା ଶ୍ରଦ୍ଧାଳୁଙ୍କୁ ସାମାନ୍ୟ…

ନବରାତ୍ରୀ ଅବସରରେ ଆସନ୍ତୁ ଜାଣିବା କେଉଁ ଦିନ କଣ ଭୋଗ କଲେ ମାଆ ପ୍ରସନ୍ନ ହେବେ

ପୁରୀ: ଦୁର୍ଗାପୂଜା ଅବସରରେ ମାଆଙ୍କ ପ୍ରତି ସମସ୍ତଙ୍କ ଭକ୍ତି ଭାବ ରହିଥାଏ । ହର୍ଷ ଉଲ୍ଲାସରେ ସମସ୍ତେ ଏହି ପର୍ବକୁ ପାଳନ କରିଥାନ୍ତିି । ତେବେ ଆସନ୍ତୁ ଜାଣିବା କେଉଁ ଦିନ ମାଆଙ୍କୁ କେଉଁ ଭୋଗ କଲେ ସବୁ ଦୁଃଖ ଦୂର ହୋଇଥାଏ । ପ୍ରଥମ ଦିନ : ନବରାତ୍ରୀର ପ୍ରଥମ ଦିନ ମାଆ ଶୈଳପୁତ୍ରୀଙ୍କୁ…

ଗର୍ଭବତୀ ମହିଳା ଓ ଶିଶୁଙ୍କ ବିକାଶ ପାଇଁ ‘ମାତୃଜ୍ୟୋତି’ କାର୍ଯ୍ୟକ୍ରମର ହେଲା ଶୁଭାରମ୍ଭ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ଏକାଧିକ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସଦଭାବନା ଭବନଠାରେ ରବିବାର ଦିନ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ମହିଳା ଓ ଶିଶୁ ବିକାଶ ପାଇଁ ପ୍ରମୁଖ କାର୍ଯ୍ୟକ୍ରମ ‘ମାତୃଜ୍ୟୋତି’ ଉଦଘାଟନ କରାଯାଇଛି। ଏହା ସହିତ…

ଓଡିଶାରୁ ସୁସ୍ଥ ହେଲେ ଆଉ ୩୩୪୨ କରୋନା ରୋଗୀ

ଭୁବନେଶ୍ୱର: ଓଡିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୩୩୪୨ କରୋନା ରୋଗୀ ଆରୋଗ୍ୟ ଲାଭ କରିଥିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ । ଖୋର୍ଦ୍ଧାରୁ ସର୍ବାଧିକ ୫୧୧, କଟକରୁ ୩୬୬ ଜଣ, ମୟୂରଭଂଜରୁ ୩୬୨ ଜଣ, ଅନୁଗୁଳରୁ ୨୮୮ ଜଣ, ଯାଜପୁରରୁ ୧୫୫ ଜଣ,…

କରାଚୀରେ ମୌଲାନାଙ୍କୁ ହତ୍ୟା, ଭାରତ ଉପରେ ଦୋଷ ଲଦିଲେ ଇମ୍ରାନ

କରାଚୀ:ପାକିସ୍ତାନରେ ଜଣେ ପ୍ରଭାବଶାଳୀ ସୁନ୍ନି ମୌଲାନା ଆଦିଲ ଖାଁଙ୍କୁ କେତେକ ଦୁବୃତ ଗୁଳିକରି ହତ୍ୟା କରିଛନ୍ତି । ପାକିସ୍ତାନ ତାର ଅପରାଗତ ଲୁଚାଇବା ପାଇଁ ଏହାର ଦୋଷ ଭାରତ ଉପରେ ଲଦିଛି । ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଭାରତକୁ ଦାୟୀ କରିବା ପରେ ବିଭିନ୍ନ ମହଲରେ ଏହାକୁ ସମାଲୋଚନା…

ଆସନ୍ତୁ ଜାଣିବା ସଂସ୍କୃତି ଓ ପରିବେଶ ସହ କିପରି ଭାବେ ଦୁର୍ଗାପୂଜା ଜଡିତ

ପୁରୀ: ଆମ ପୁରାତନ ସଂସ୍କୃତି ଅନୁଯାୟୀ ପଂଚଭୂତକୁ ଆଧାର କରି ଦୁର୍ଗାପୂଜା ଆୟୋଜିତ ହୋଇଥାଏ । ଶରତକାଳୀନ ଦୁର୍ଗା ହେଉ ଅଥବା ବାସନ୍ତି ଦୁର୍ଗାପୂଜା, ଏଥିରେ ମୂର୍ତ୍ତି ସ୍ଥାପନ କରାଯାଇ ଜୀବନ୍ୟାସ କର୍ମ ସହ ପୂଜା ନିୟମ ପ୍ରଣୟନ ହେଉଥିଲେ ମଧ୍ୟ ଘଟସ୍ଥାପନ ଜନିତ ପୂଜା ଆବହମାନ କାଳରୁ ପ୍ରଚଳିତ ।…