Latest Odisha News

BREAKING NEWS

ଚର୍ଚ୍ଚାରେ ଫିଲ୍ମ ବେଲ୍ ବଟମ୍‌ରେ ଅକ୍ଷୟ ଓ ଲାରା ଦତ୍ତାଙ୍କ କିର୍ଦାର !

ମୁମ୍ବାଇ: ଲକ୍‌ଡାଉନ ପରେ ପ୍ରଥମ ବଲିଉଡ ଫିଲ୍ମ ଭାବେ ବେଲ୍ ବଟମ୍‌ର ସୁଟିଂ ଆରମ୍ଭ ହେବ । ଫିଲ୍ମର ପୂରା ଟିମ୍ ଲଣ୍ଡନ ଅଭିମୁଖେ ବାହାରିବେ । ଏଥିରେ ଲାରା ଦତ୍ତାଙ୍କୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଭୂମିକାରେ ଦେଖିବାକୁ ମିଳିବ । ଫିଲ୍ମର ଲିଡ୍ ରୋଲରେ ନଜର ଆସିବେ…

ମାଡ଼ି ଗଲା ଟ୍ରକ୍, ସ୍ତ୍ରୀ ମୃତ ଓ ସ୍ୱାମୀ ଆହତ

ବଲାଙ୍ଗିର: ମେଡିକାଲ୍ ଯିବା ବେଳେ ବାଇକ୍ ଉପରେ ମାଡ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ ବଞ୍ଚିଯାଇଛି ସ୍ୱାମୀଙ୍କ ଜୀବନ। ବଲାଙ୍ଗିର ଜିଲ୍ଲା ଟାଉନ୍ ଥାନା ଆଗରେ ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଲେ ଚନ୍ଦନଭାଟି ଗାଁର ରଜନୀ ସାହୁ । ସେ ଆଜି…

ବଢ଼ିଲା OJEE ଆବେଦନ ସମୟସୀମା, ଆଉ ୫ ସହରରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ବା ଓଜେଇଇ ଦେବାକୁ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଜରୁରୀ ସୂଚନା । ବଢ଼ିଲା ଅନଲାଇନ ଆବେଦନର ଡେଡଲାଇନ୍ । ଜୁଲାଇ ୩୧ ତାରିଖ ଯାଏଁ ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଛି । ଏହାସହ ଆଉ ୫ଟି ସହରରେ ପ୍ରବେଶିକା ପରୀକ୍ଷା କରିବାକୁ ଘୋଷଣା ହୋଇଛି…

ସୁନ୍ଦରଗଡରେ ହଜାରେ ଡେଇଁଲା କରୋନା ସଂକ୍ରମଣ; ରାଉରକେଲାରୁ ୩୩ ପଜିଟିଭ

ରାଉରକେଲା: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ସୁନ୍ଦରଗଡ ଜିଲ୍ଲାରେ ଗତ ୨୪ ଘଣ୍ଟାରେ ୪୭ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୨୦ରେ ପହଞ୍ଚିଛି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ସୁନ୍ଦରଗଡ ଜିଲ୍ଲାପାଳ।…

ଖଜୁରୀ ଖାଇଲେ ମିଳିବ ଏହିସବୁ ସୁଫଳ…

ଭୁବନେଶ୍ୱର: ଖଜୁରୀରେ ଅନେକ ପ୍ରକାରର ମିନେରାଲ୍ସ, ସୁଗାର, କ୍ୟାଲସିୟମ୍‌, ଆଇରନ୍ ଓ ପୋଟାସିୟମ୍ ଭଳି ତତ୍ୱ ଭରି ରହିଥାଏ । ଯାହା ସ୍ୱାସ୍ଥ୍ୟ ପାଇଁ ଅତ୍ୟନ୍ତ ଉପକାରୀ ହୋଇଥାଏ । ଏହାକୁ ସେବନ କରିବା ଦ୍ୱାରା ହାଡ ମଜଭୁତ ହେବା ସଙ୍ଗେସଙ୍ଗେ ଚେହେରାରେ ଚମକ ମଧ୍ୟ ଆଣି ଦେଇଥାଏ । ଆସନ୍ତୁ…

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ କରୋନା

ଭୋପାଳ: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ କରୋନା ସଂକ୍ରମିତ ହୋଇଛନ୍ତି । ତାଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଛି । ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି ଶିବରାଜ ସିଂହ ଚୌହ୍ୱାନ । ଦେଶରେ ପ୍ରଥମ ଥର କୌଣସି ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି ।ଟ୍ୱିଟ୍ କରି…

ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ କଙ୍ଗନାଙ୍କୁ ମୁମ୍ୱାଇ ପୋଲିସର ନୋଟିସ୍

ମୁମ୍ୱାଇ: ଅଭିନେତା ସୁଶାନ୍ତ ସିଂ ରାଜପୁତ ମୃତ୍ୟୁ ମାମଲାରେ ଅଭିନେତ୍ରୀ କଙ୍ଗନା ରଣାଓ୍ୱତଙ୍କ ବୟାନ ରେକର୍ଡ କରିବ ମୁମ୍ବାଇ ପୋଲିସ । ତାଙ୍କୁ ନୋଟିସ ପଠାଯାଇଛି । କଙ୍ଗନାଙ୍କ ମୁମ୍ୱାଇ ସ୍ଥିତ ବାସଭବନକୁ ନୋଟିସ୍ ପଠାଇଛି ବାନ୍ଦ୍ରା ପୋଲିସ । ଏନେଇ ସୂଚାନ ଦେଇଛନ୍ତି କଙ୍ଗନାଙ୍କ ଓକିଲ ଇସକରଣ…

ସେନା ଏନକାଉଣ୍ଟରରେ ୨ ଆତଙ୍କବାଦୀ ନିହତ

ଶ୍ରୀନଗର: ଜାମ୍ମୁ-କାଶ୍ମୀରର ଶ୍ରୀନଗର ଅନ୍ତର୍ଗତ ରନବିରଗଡ ଅଞ୍ଚଳରେ ଶନିବାର ଦିନ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟରେ ୨ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଧିକାରିକ ସୂଚନାନୁଯାୟୀ, ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା।…

ଗୋଟିଏ ଦିନରେ ରାଜ୍ୟରେ ସର୍ବାଧିକ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ଦିନରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ଗତ ୨୪ ଘଣ୍ଟା ଭିତରେ ଆଉ ୧୦ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ଜୀବନ ଯାଇଛି । ବାଲେଶ୍ୱର ଓ ଝାରସୁଗୁଡ଼ା ଜିଲ୍ଲାରୁ ପ୍ରଥମ ମୁଣ୍ଡ ନେଇଛି କରୋନା । ବାଲେଶ୍ୱରରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ…

ଭବାନୀପାଟଣାରେ ୧୦ ପୋଲିସ କର୍ମୀଙ୍କୁ କରୋନା

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ଭବାନୀପାଟନରୁ ଆଉ ଦଶ ଜଣ ପୋଲିସ କର୍ମଚାରୀ କରୋନାଭାଇରସ୍ ପଜିଟିଭ୍ ବାହାରିଛନ୍ତି। ସରକାରୀ ସୂତ୍ର ଅନୁଯାୟୀ, ପୋଲିସ୍ କର୍ମଚାରୀଙ୍କ ସ୍ବାବ୍ ନମୁନା ପୂର୍ବରୁ ପରୀକ୍ଷା ପାଇଁ ପଠାଯାଇଥିଲା। ପରବର୍ତ୍ତୀ ସମୟରେ ୧୦ ଜଣ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ…