କରୋନା ରୋଗୀଙ୍କ ପାଇଁ ଭୁବନେଶ୍ୱରରେ ଆଉ ୮୫୦ ବେଡ୍ ବ୍ୟବସ୍ଥା
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବେଡ୍ ଚିନ୍ତା ନାହିଁ । ହାଇଟେକ୍ ମେଡିକାଲ କଲେଜ ଓ ହସ୍ପିଟାଲରେ ବିଏମସି ସହଭାଗିତାରେ ଖୋଲିବ ୫୫୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ।
ସେହିପରି ଆଦିତ୍ୟ-ଅଶ୍ୱିନୀ ହସ୍ପିଟାଲରେ କରୋନା ରୋଗୀଙ୍କ…