କରୋନା ସଂକ୍ରମଣ ଭୟ: ସମ୍ବଲପୁରର ଏହି ସବୁ ଅଂଚଳରେ ୧୪୪ ଧାରା ଲାଗୁ
ସମ୍ବଲପୁର: ସହରରେ ଦିନକୁ ଦିନ କରୋନା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ୪ଟି ସ୍ଥାନରେ ଆଜିଠାରୁ ୧୪୪ ଧାରା ଲାଗୁ ହୋଇଛି । ସାକ୍ଷୀପଡାର ମୁଣ୍ଡାପଡା, ବଡବଜାର ସହ କେଉଟପଡାର କୃଷ୍ଣପଡା ଓ ହୀରାକୁଦର ଖ୍ରୀଷ୍ଟିଆନ ପଡାରେ ଉପଜିଲ୍ଲାପାଳଙ୍କ କୋର୍ଟ ଏହି ୧୪୪ ଧାରା ଲାଗୁ କରିଛନ୍ତି ।
ଏହି…