Latest Odisha News

BREAKING NEWS

ପୁଣି ଭାଙ୍ଗିଲା ରେକର୍ଡ଼: ଗୋଟିଏ ଦିନରେ ୪୯ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ଟପିଲା ୩୦ ହଜାର

ନୂଆଦିଲ୍ଲୀ: ଭାରତରେ ସବୁ ରେକର୍ଡ ଭାଙ୍ଗି କରୋନା ମହାମାରୀ ଏବେ ଅସମ୍ଭାଳ ସ୍ଥିତିରେ ପହଞ୍ଚି ଯାଇଛି । ଦେଶରେ ୨୪ ଘଣ୍ଟାରେ ସର୍ବାଧିକ ୪୯,୩୧୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୪୦ ଜଣ ପ୍ରାଣ ହରାଇଛନ୍ତି। ଯାହା ସାଜିଛି ଚିନ୍ତାର କାରଣ । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା…

ରାମ ମନ୍ଦିର ଭୂମି ପୂଜା ଉପରେ ରୋକ ପାଇଁ ଜନସ୍ୱାର୍ଥ ମାମଲା

ପ୍ରୟାଗରାଜ: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ ତାରିଖରେ ପ୍ରସ୍ତାବିତ ଭୂମି ପୂଜନ ଉପରେ ରୋକ ଲଗାଇବାକୁ ପିଟିସନ୍ । ଆହ୍ଲାବାଦ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା । ଦିଲ୍ଲୀର ଜଣେ ସାମ୍ବାଦିକ ସାକେତ ଗୋଖଲେ ହାଇକୋର୍ଟରେ ପିଟିସନ ଦାଖଲ କରିଛନ୍ତି । ଆବେଦନକାରୀ…

ସୁରକ୍ଷାକର୍ମୀଙ୍କ ଗୁଳିରେ ପ୍ରାଣ ହରାଇଲେ ୨ ଆତଙ୍କୀ

କନ୍ଧମାଳ: କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ଥାନା ସିର୍ଲା ନିକଟ ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ଉଭୟଙ୍କ ମଧ୍ୟରେ ଗୁଳିବିନିମୟ ମଧ୍ୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ପୁଣି ଦୁଇ ମାଓବାଦୀ ପ୍ରାଣ ହରାଇଛନ୍ତି । ମିଳିଥିବା ସୂଚବା ଅନୁସାରେ, ତୁମୁଡ଼ିବନ୍ଧ…

ରାଜସ୍ଥାନ କ୍ଷମତା ଲଢ଼େଇରେ ଆଜି ଚୁଡ଼ାନ୍ତ ରାୟ ଶୁଣାଇବେ ହାଇକୋର୍ଟ

ଜୟପୁର: ରାଜସ୍ଥାନରେ କାହାର ହେବ ଜିତାପଟ ? ପାଇଲଟ୍ ନା ଗେହଲଟ୍ କ୍ୟାମ୍ପ । କ୍ଷମତା ଲଢ଼େଇରେ ଆଜି ଚୁଡାନ୍ତ ରାୟ ଶୁଣାଇବେ ରାଜସ୍ଥାନ ହାଇକୋର୍ଟ । ସଚିନ ପାଇଲଟଙ୍କ ସମେତ କଂଗ୍ରେସର ୧୯ ବିଦ୍ରୋହୀ ବିଧାୟକଙ୍କ ଆବେଦନ ଉପରେ ରାୟ ଆସିବ । ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତି ଇନ୍ଦ୍ରଜିତ୍…

ତ୍ୱଚା ଚମକାଇବା ଚନ୍ଦନ !

ଭୁବନେଶ୍ୱର: ସୁନ୍ଦର, ମସୃଣ ଓ ଚମକଦାର ତ୍ୱଚା କାହାରବା ପସନ୍ଦ ନୁହେଁ। ମାତ୍ର କାର୍ଯ୍ୟ ବ୍ୟସ୍ତତା ଓ ଅନିୟମିତ ଭରା ଜୀବନ ଶୈଳୀ ତ୍ୱଚାରୁ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟ ବା ଚମକ ଛଡାଇ ନେଉଛି । ଏହାସହ ଦୂଷିତ ବାୟୁମଣ୍ଡଳ କାରଣରୁ ମଧ୍ୟ ଆଜିକାଲି ଅଧିକାଂଶ ଲୋକଙ୍କର ତ୍ୱଚା ସମସ୍ୟା…

ଯେତେ ପଢିଲେ ମଧ୍ୟ ପିଲା ପାଠ ମନେ ରଖୁନାହିଁ କି? ଜାଣନ୍ତୁ କ’ଣ କରିବେ..

ଭୁବନେଶ୍ୱର: ଯଦି ଆପଣଙ୍କ ପିଲା ଅନେକ ସମୟ ପାଠ ପଢିଲା ପରେ ମଧ୍ୟ କିଛି ମନେ ରଖି ପାରୁନାହିଁ କିମ୍ବା ପଢିଲା ପରେ ତୁରନ୍ତ ଭୁଲି ଯାଉଛି । ତେବେ ଏଥିରେ ଦୋଷ ଆପଣଙ୍କ ପିଲାର ନୁହେଁ ବରଂ ଆପଣଙ୍କ ଗୃହରେ ବାସ୍ତୁ ଦୋଷ ରହିଥାଇ ପରେ । ଗୃହରୁ ନକରାତ୍ମକ ଶକ୍ତି ଦୂର କରିବା ପାଇଁ ବିଭିନ୍ନ…

ଚାଣକ୍ୟଙ୍କ ଏହି ୩ଟି ବାଣୀ ଜୀବନରେ ଆଣିଦେବ ସୁଖ-ସମୃଦ୍ଧି !

ଭୁବନେଶ୍ୱର: ଜଞ୍ଜାଳ ପୂର୍ଣ୍ଣ ଜୀବନରେ ବଞ୍ଚିବାର ଉଚିତ ପାଥ ଦେଖାଏ ଚାଣକ୍ୟ ନୀତି । ଏଥିରେ ରହିଛି ଆମ ସମସ୍ତ ସମସ୍ୟାର ସମାଧାନର ଉପାୟ । କିନ୍ତୁ ସେଥିମଧ୍ୟରୁ ଆମେ ଆପଣଙ୍କୁ ଜଣାଇବୁ ଏହି ୪ଟି ଉପାୟ, ଯାହା ଜୀବନରେ ସୁଖ-ସମୃଦ୍ଧି ଆଣିଦେବ। ଘର କଥା ଗୁପ୍ତ ରଖ: ଚାଣକ୍ୟ ନୀତି…

ଓଡ଼ିଶାର ଏହି ୪ ଜିଲ୍ଲାକୁ ସତର୍କ ସୂଚନା: ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡିଶାର ପ୍ରାୟ ୬ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ କେନ୍ଦ୍ରାପଡା,…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୨୪-୭-୨୦୨୦ ଶୁକ୍ରବାର ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୨୪ ରିଖ ଶୁକ୍ରବାର କର୍କଟ ୯ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଚତୃଥୀ ତିଥି ପୂର୍ବା ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର ଘାତ ବାର: ବିଛା ଧନୁ ଓ ମୀନ ରାଶିର ଘାତ ଚନ୍ଦ୍ର: :କର୍କଟ ଓ…

କରୋନା କ୍ରିଏଟିଭିଟି : ଅନୁଜ କୁମାର ଦାସଙ୍କ ଗଳ୍ପ କଥନ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…