ଉଦଘାଟିତ ହେଲା ଅନ୍ତର୍ଜାତୀୟ ଧଉଳି କଳା ଉତ୍ସବ: ପ୍ରଥମ ସନ୍ଧ୍ୟାରେ ୧୫୦ ଶିଶୁ ଚିତ୍ରଶିଳ୍ପୀଙ୍କ କଳା ପ୍ରଦର୍ଶନୀ
ଭୁବନେଶ୍ୱର: ବିଶ୍ୱ ପ୍ରସିଦ୍ଧ ଧଉଳି ଶାନ୍ତିସ୍ତୁପ ପାଦ ଦେଶରେ ଅବସ୍ଥିତ ଧଉଳି ହସ୍ତଶିଳ୍ପ ବଜାର ଓ ମହାବିଦ୍ୟାଳୟ ପରିସରରେ ରବିବାର ଦିନ ଉଦଘଟିତ ହୋଇଯାଇଛି ତିନିଦିନିଆ ଜାତୀୟ ଧଉଳି କଳା ଉତ୍ସବ ।
ଏହି ଅବସରରେ ପ୍ରଥମ ଦିନ ୧୫୦ ଶିଶୁ ଚିତ୍ରଶିଳ୍ପୀଙ୍କ ଚିତ୍ର କଳା ପ୍ରଦର୍ଶନୀ ଅନୁଷ୍ଠିତ…