ଆସନ୍ତାକାଲି ଭାରତ ବନ୍ଦ: ଭୁବନେଶ୍ୱରରେ ମୁତୟନ ହେବେ ୧୫ ପ୍ଲାଟୁନ୍ ପୋଲିସ ଫୋର୍ସ
ଭୁବନେଶ୍ୱର: ବିଭିନ୍ନ ଟ୍ରେଡ ୟୁନିୟନ୍ ପକ୍ଷରୁ ଆସନ୍ତାକାଲି ଦିଆଯାଇଥିବା ୨୪ ଘଣ୍ଟିଆ ଭାରତ ବନ୍ଦ ଡାକରାରେ ଭୁବନେଶ୍ୱରରେ ଆଇନ ଶୃଙ୍ଖଳା ବଜାୟ ରଖିବା ପାଇଁ ୧୪ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି ।
ଏହି ଅବସରରେ ଭୁବନେଶ୍ୱର ଡିସିପି ଅନୁପ କୁମାର ସାହୁ କହିଛନ୍ତି, ବନ୍ଦ ବେଳେ…