ରାହୁଲଙ୍କ ଅର୍ଦ୍ଧଶତକ ସତ୍ୱେ କୋଲକାତାର ଆଭରେଜ ସ୍କୋର, ଚେନ୍ନାଇ ସମ୍ମୁଖରେ ୧୬୮ ରନର ଲକ୍ଷ୍ୟ
ଆବୁଧାବି: ଇଣ୍ଡିଆନ ପ୍ରିମିୟର ଲିଗର ବୁଧବାର ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୧୬୮ ରନର ବିଜୟଲକ୍ଷ୍ୟ ଚେନ୍ନାଇ ସୁପର କିଙ୍ଗ୍ସ ସମ୍ମୁଖରେ ରଖିଛି । ଟସ୍ ଜିତି କୋଲକାତା ପ୍ରଥମେ ବ୍ୟାଟିଂ କରିଥିଲା । ରାହୁଲ ତ୍ରିପାଠୀଙ୍କ ବ୍ୟତୀତ ଅନ୍ୟ କୌଣସି ବ୍ୟାଟ୍ସମ୍ୟାନ ଚେନ୍ନାଇ ବୋଲରଙ୍କ ଉଚିତ…