Latest Odisha News

BREAKING NEWS

ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅବମାନନା ମାମଲାରେ ଆଜି ସୁପ୍ରିମକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ: ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ବିରୋଧରେ ଅପରାଧିକ ଅବମାନନା ମାମଲାର ଶୁଣାଣି କରିବେ ସୁପ୍ରିମକୋର୍ଟ । ଦିନେ ପୂର୍ବରୁ ପ୍ରଶାନ୍ତ ଭୂଷଣ ଓ ଟ୍ୱିଟର ଇଣ୍ଡିଆ ବିରୋଧରେ ଅବମାନନା ପ୍ରକ୍ରିୟା ଆରମ୍ଭ କରିଥିଲେ କୋର୍ଟ । ମାମଲାର ଶୁଣାଣି କରିବେ ଜଷ୍ଟିସ ଅରୁଣ ମିଶ୍ର, ଜଷ୍ଟିସ ବି. ଆର.…

ପିଲାମାନେ କାହିଁକି କରନ୍ତି ଆତ୍ମହତ୍ୟା ଭଳି ବଡ ଭୁଲ୍ ?

ଭୁବନେଶ୍ୱର: ସାଧାରଣତଃ ଅନେକ ସମୟରେ ଖବର ଶୁଣିବାକୁ ମିଳେ କି ଖୁବ୍ କମ୍ ବୟସର ପିଲାମାନେ କୌଣସି ନା କୌଣସି କାରଣରୁ ଆତ୍ମହତ୍ୟା ଭଳି ବଡ ପଦକ୍ଷେପ ଉଠାଇଥାନ୍ତି । କିନ୍ତୁ କେବେ ଚିନ୍ତା କରିଛନ୍ତି ସେମାନେ ଏହି ରାସ୍ତାକୁ କାହିଁକି ଚୟନ କରିଥାନ୍ତି ? ଆଜି ଆମେ ଆପଣଙ୍କୁ ଏହାର କିଛି ମୁଖ୍ୟ…

ବଢୁଛି ସଂକ୍ରମଣ : ଭାରତରେ ୨୪ ଘଣ୍ଟାରେ ୩୭,୭୨୪ ଆକ୍ରାନ୍ତ ଚିହ୍ନଟ, ୧୨ ଲକ୍ଷ ପାଖାପାଖି ପହଞ୍ଚିଲା ମୋଟ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଜଟିଳ ଆଡକୁ ଗତି କରୁଛି କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ ହୋଇ ଚାଲିଛି । ଆଖି ପିଛୁଲକେ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ସ୍ୱାସ୍ଥ୍ୟ ବିଭାଗର ସଦ୍ୟତମ ରିପୋର୍ଟ ଅନୁଯାୟୀ, ଭାରତରେ ୨୪ ଘଣ୍ଟାରେ ସର୍ବାଧିକ ୩୭, ୭୨୪ ଜଣ ବ୍ୟକ୍ତି କରୋନା ସଂକ୍ରମିତ…

ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇବ ଏହି ୩ ଟି ଯୋଗାସନ !

ଭୁବନେଶ୍ୱର: ଦୈନନ୍ଦିନ ଜୀବନରେ ଯୋଗର ଆବଶ୍ୟକତା ଢେର ଅଧିକ । ମାତ୍ର କରୋନା ମହାମାରୀକୁ ଦୃଷ୍ଟିରେ ରଖିଲେ ଏହାର ଆବଶ୍ୟକତା ଆହୁରି ଅନେକ ବଢି ଯାଇଛି । କରୋନା ସହ ଲଢ଼ିବାକୁ ଆମକୁ ଆବଶ୍ୟକ ରୋଗ ପ୍ରତିରୋଧକ ଶକ୍ତି। ତେବେ ଏଭଳି ପରିସ୍ଥିତିରେ ଆପଣ ଆପଣଙ୍କ ରୋଗ ପ୍ରତିରୋଧକ ଶକ୍ତି ବଢାଇ…

କଟକ ଖଟବିନ୍ ସାହିର ବରି ଲେନ୍ କଣ୍ଟେନମେଣ୍ଟ ଜୋନ୍ ଘୋଷଣା

କଟକ: ସହରରେ ପୁଣି ଏକ କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହୋଇଛି । ଖଟବିନ ସାହିର ବରି ଲେନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି କଟକ ମହାନଗର ନିଗମ । ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଏହି ନିଷ୍ପତ୍ତି ନେଇଛି । କଣ୍ଟେନମେଣ୍ଟ ଜୋନ ଘୋଷିତ ଅଞ୍ଚଳର ଲୋକଙ୍କ ଯାଆସ ଉପରେ ଲାଗିଛି କଟକଣା ।…

କନ୍ଧମାଳ ଜିଲ୍ଲାରେ ସପ୍ତାହେ ପାଇଁ ସବୁ ବ୍ୟାଙ୍କ ବନ୍ଦ

ଫୁଲବାଣୀ: ସପ୍ତାହେ ବନ୍ଦ ରହିବ କନ୍ଧମାଳ ଜିଲ୍ଲାରେ ସମସ୍ତ ବ୍ୟାଙ୍କ । କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ବ୍ୟାଙ୍କଗୁଡ଼ିକୁ ବନ୍ଦ କରିଛି ଜିଲ୍ଲା ପ୍ରଶାସନ । ସବୁ କର୍ମଚାରୀଙ୍କୁ ସପ୍ତାହେ ହୋମ୍ କ୍ୱାରେଣ୍ଟାଇନରେ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ହୋମ୍ କ୍ୱାରେଣ୍ଟାଇନରେ ଲକ୍ଷଣ ଥିଲେ…

ସାବଧାନ! ଅଧିକ ସମୟ ଧରି ହେଡଫୋନ ବ୍ୟବହାର କରୁଥିଲେ ଜାଣି ରଖନ୍ତୁ ଏହିସବୁ କଥା

ଭୁବନେଶ୍ୱର: ଆଜିର ସମୟରେ ପ୍ରାୟତଃ ଆମେ ସମସ୍ତେ ମୋବାଇଲ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ । ମୋବାଇଲ ବିନା ଯେପରି ଆମର ଜୀବନ ଆଉ କଳ୍ପନା କରିବା ସମ୍ଭବ ନୁହେଁ । ମୋବାଇଲ ସାଙ୍ଗକୁ ରହିଛି ଏହାର ହେଡଫୋନ । ଯାହାକୁ ଦେଖନ୍ତୁ କାନରେ ହେଡଫୋନ ନହେଲେ ଇୟରଫୋନ । କାନରେ ହେଡଫୋନ କିମ୍ବା ଇୟରଫୋନ…

ଆପଣାନ୍ତୁ ଏହିସବୁ ବାସ୍ତୁ ନିୟମ: ଘରୁ ଦୂର ହେବ କଳହ !

ଭୁବନେଶ୍ୱର: ଘରକୁ ସଜାଇବା ପାଇଁ ଆମେ ବାସ୍ତୁ ବିଶାରଦଙ୍କ ମତାମତ ନେଇଥାନ୍ତି। ଘରେ ବସ୍ତୁଦୋଷ ଥିଲେ ସମ୍ପର୍କରେ ତିକ୍ତତା ଲାଗିରହିଥାଏ ।ଏଥିରେ ଶୀଘ୍ର ସୁଧାର ନଆଣିଲେ ଏହା ଧୀରେଧିରେ ସମ୍ପର୍କରେ ଫାଟ ପକାଇବା ଆରମ୍ଭ କରିଦିଏ । ଯାହା ପର ମୁହୂର୍ତ୍ତରେ ସମ୍ପର୍କ ଭାଙ୍ଗିବାର କାରଣ ପାଲଟି ଯାଏ…

ଗାଜିଆବାଦରେ ଗୁଳିମାଡ଼ରେ ଆହତ ସାମ୍ବାଦିକଙ୍କ ମୃତ୍ୟୁ

ଗାଜିଆବାଦ (ଉତ୍ତରପ୍ରଦେଶ): ଆଖି ବୁଜିଲେ ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଆହତ ଗାଜିଆବାଦର ଯୁବ ସାମ୍ବାଦିକ ବିକ୍ରମ ଯୋଶୀ । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଆଜି ସକାଳୁ ବିକ୍ରମଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର । ଗୁଳିମାଡ଼ରେ ତାଙ୍କ ମୁଣ୍ଡରେ ଥିବା ଶିରାଗୁଡ଼ିକ ଅଚଳ…

ପେଷାରେ ସେ ରିକ୍ସା ଚାଳକ, ନିଶା ତାଙ୍କର କବିତା ରଚନା; ଜାଣନ୍ତୁ ଏହି ରିକ୍ସାବାଲା କବିଙ୍କୁ

ଯାଜପୁର: ନିଶା ଆଗରେ ହାର ମାନିଛି ଦାରିଦ୍ର‌୍ୟତା । ପେଷା ସିନା ରିକ୍ସା ଚଳାଇବା ହେଲେ ନିଶା ତାଙ୍କର କବିତା ରଚନା କରିବା । ଏ ବ୍ୟକ୍ତି ଜଣକ ହେଉଛନ୍ତି ଯାଜପୁର ଜିଲ୍ଲା କୋରାଇ ବ୍ଲକ କୋରାବନ୍ଦି ଗାଁର କୈଳାସ ପାତ୍ର । ସ୍ଥାନୀୟ ଅଂଚଳରେ ରିକ୍ସାବାଲା କବି ନାମରେ ସେ ବେଶ ପରିଚିତ । ରିକ୍ସା…