କଂସଙ୍କ ରାଜୁତିରେ ଦୁଲୁକୁଛି ବରଗଡ; କୃଷ୍ଣ-ବଳରାମଙ୍କୁ ନିମନ୍ତ୍ରଣ ଲାଗି ମାନସ ମନ୍ଥନ
ବରଗଡ: ବିଶ୍ୱପ୍ରସିଦ୍ଧ ବରଗଡ ଧନୁଯାତ୍ରାର ଆଜି ହେଉଛି ୭ମ ଦିନ । ଏହି ଅବସରରେ କୃଷ୍ଣ-ବଳରାମଙ୍କୁ ନିମନ୍ତ୍ରଣ ଲାଗି ମହାରାଜା କଂସ ଅକ୍ରୁରଙ୍କ ସହ ଆଲୋଚନା କରିବା ସହ ଚିଟାଉ ମଧ୍ୟ ପ୍ରସ୍ତୁତ କରିଛନ୍ତି ।
କୃଷ୍ଣଙ୍କୁ ବଦ୍ଧ କରିବା ପାଇଁ ମହାରାଜା କଂସଙ୍କୁ ସମସ୍ତ ଅତିଥି ରାଜମାନେ ସହାୟତା…