Latest Odisha News

BREAKING NEWS

ବାଲୁକା କଳାରେ ଭେଟେରାନ୍ ଅଭିନେତା ବିଜୟ ମହାନ୍ତିଙ୍କୁ ଶ୍ରଦ୍ଧାଞ୍ଜଳୀ

ଭୁବନେଶ୍ୱର: ଓଲିଉଡ ଅଭିନେତା ତଥା ନିର୍ଦ୍ଦେଶକ ସ୍ୱର୍ଗତଃ ବିଜୟ ମହାନ୍ତିଙ୍କର ଶେଷକୃତ୍ୟ ମଙ୍ଗଳବାର ଦିନ ସମ୍ପନ୍ନ ହୋଇଯାଇଛି । ଏହି ବର୍ଷିୟାନ୍ ଅଭିନେତାଙ୍କ ଦେହାନ୍ତରେ ସିନେ ଜଗତରେ ଶୋକର ଛାୟା ଖେଳିଯାଇଛି । ଏହି ଅବସରରେ ଆନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ମାନସ କୁମାର…

ଜେବ୍ରା ଛୁଆକୁ ବଂଚାଇବା ପାଇଁ ନିଜକୁ ରଙ୍ଗରେ ରଙ୍ଗେଇଦେଲେ ଚିଡିଆଖାନାର କର୍ମଚାରୀ

ନାଇରୋବି: କେନିୟାରେ ଏକ ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା । ସିଂହ ଆକ୍ରମଣରେ ମାଆ ଜେବ୍ରାର ମୃତ୍ୟୁ ଘଟିଥିଲା । ପାଖରେ ଲୁଚି ରହିଥିବା ଜେବ୍ରା ଛୁଆଟି ଭୟଭୀତ ହୋଇ ପଡିଥିଲା । ତାକୁ ବଂଚାଯିବା ପରେ ସାଭୋ ଇଷ୍ଟ ନ୍ୟାଶନାଲ ପାର୍କକୁ ଅଣା ଯାଇଥିଲା । ତେବେ ସେ ତା ମାଆକୁ ଝୁରିବା ଛାଡି ନ…

‘ବନ୍ଦ ଘରେ ବି ମାସ୍କ ଜରୁରୀ’

ନୂଆଦିଲ୍ଲୀ: ଏଣିକି ବନ୍ଦ ଘରେ ତଥା ବନ୍ଦ ଜାଗାରେ ବି ମାସ୍କ ପିନ୍ଧିବା ଜରୁରୀ । ବାୟୁରେ କରୋନା ବ୍ୟାପିବା ଆଶଙ୍କା ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ କହିବା ପରେ ବନ୍ଦ ଜାଗାରେ ବି ମାସ୍କ ପିନ୍ଧିବା ପାଇଁ ସିଏସ୍‌ଆଇଆର୍‌ (କାଉନସିଲ୍ ଅଫ୍ ସାଇଂଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ)…

୨୮ କରୋନା ଯୋଦ୍ଧାଙ୍କ ସମେତ ଗଞ୍ଜାମରୁ ୨୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୨୨୫ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଗଞ୍ଜାମ ପ୍ରଶାସନ ।…

ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ମଧ୍ୟ ମିଳିବ ମଧ୍ୟାହ୍ନ ଭୋଜନ

କେନ୍ଦୁଝର: ରାଜ୍ୟ ସରକାର ଶିକ୍ଷା କ୍ଷେତ୍ରକୁ ସବୁବେଳେ ପ୍ରାଧାନ୍ୟ ଦେଇ ଆସିଛନ୍ତି । କେନ୍ଦୁଝର ଜିଲ୍ଲାରେ ୫୫ ପ୍ରତିଶତ ଜନସଂଖ୍ୟା ଅନୁସୂଚିତ ଜାତି ଓ ଜନଜାତି ବର୍ଗର । ତେବେ ସାଧାରଣତଃ ଦେଖାଯାଏ ଜିଲ୍ଲାରେ ପ୍ରଥମ ଶ୍ରେଣୀରେ ନାମ ଲେଖାଉଥିବା ୧୦୦ ପିଲା ମଧ୍ୟରୁ ୬୦ରୁ କମ ପିଲା ଦଶମ ଶ୍ରେଣୀ…

ବିବାଦୀୟ ମନ୍ତବ୍ୟ ଦେବା ପରେ କ୍ଷମା ମାଗିଲେ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ

ଅଗରତାଲା: ପଂଜାବୀ ଓ ଜାଠଙ୍କ ପ୍ରତି ବିବାଦୀୟ ମନ୍ତ୍ୟ ଦେଇଥିବା ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ସମାଲୋଚିତ ହେବା ପରେ କ୍ଷମା ମାଗିଛନ୍ତି । ଏହି ଦୁଇ ସମ୍ପ୍ରଦାୟର ମୋର ଅନେକ ବନ୍ଧୁ ଅଛନ୍ତି । ଯଦି ମୋ ମନ୍ତବ୍ୟ ନେଇ କେହି ଆଘାତ ପାଇଥାନ୍ତି ତାହାହେଲେ ମୁଁ କ୍ଷମା ପ୍ରାର୍ଥନା କରୁଛି…

କଟକରୁ ଆଉ ୩୨ ପଜିଟିଜ ଚିହ୍ନଟ

କଟକ: ରାଜ୍ୟରେ କରୋନା ତାର କାୟା ବିସ୍ତାର କରି ଚାଲିଛି । ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ଆଜି କଟକ ସହରରେ ଆଉ ୩୨ କରୋନା ପଜିଟିଜ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ୨୭ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ୫ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । କ୍ୱାରେଣ୍ଟାଇନରେ ରହିଥିବା…

ବିଲରେ ଧାନ ରୋଉଛନ୍ତି ସଲମାନ ଖାନ, ଦେଖନ୍ତୁ ଭିଡିଓ

ମୁମ୍ବାଇ: ଅଭିନେତାରୁ ଚାଷୀ ପାଲଟିଲେ ବଲିଉଡର ଭାଇଜାନ ସଲମାନ ଖାନ । ବିଲରେ ରୋଇଲେ ଧାନ । କେବଳ ସେତିକି ନୁହେଁ ଟ୍ରାକ୍ଟର ଚଳାଇ ହଳ ମଧ୍ୟ କଲେ । ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । Rice plantation done . . pic.twitter.com/uNxVj6Its4 — Salman Khan…

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ: ଆରମ୍ଭ ହେଲା ଉପନିର୍ବାଚନ ଅଙ୍କକଷା

ଭୁୁବନେଶ୍ୱର: କରୋନା ମହାମାରୀ ଭିତରେ ଓଡିଶାରେ ଖାଲି ପଡିଥିବା ଦୁଇ ଦୁଇଟି ଆସନରେ ଉପନିର୍ବାଚନ ପାଇଁ ଆରମ୍ଭ ହୋଇଯାଇଛି ଅଙ୍କକଷା । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନରେ କେଉଁ ଦଳର କିଏ ପ୍ରାର୍ଥୀ ହେବ ସେନେଇ ଆଶା ଆଶଙ୍କା ଭିତରେ ବାଲେଶ୍ୱର ସଦର ପାଇଁ ନବଜ୍ୟୋତି ପଟ୍ଟନାୟକଙ୍କ ନାଁ…

ପାଇଲଟ ଓ ତାଙ୍କ ଟିମ୍‌କୁ ୨୪ ଯାଏଁ ଆଶ୍ୱସ୍ତି

ଜୟପୁର: ଥମୁନି ରାଜସ୍ଥାନ ରାଜନୀତି ସଂକଟ । ଏହାରି ଭିତରେ କଂଗ୍ରେସର ବିଦ୍ରୋହୀ ନେତା ସଚିନ ପାଇଲଟ ଓ ତାଙ୍କ ଟିମ୍‌ଙ୍କୁ ମିଳିଛି ସାମୟିକ ଆଶ୍ୱସ୍ତି । ରାଜସ୍ଥାନ ହାଇକୋର୍ଟ ମଙ୍ଗଳବାର ଦିନ ବାଚସ୍ପତିଙ୍କ ନୋଟିସ ବିରୋଧରେ କରାଯାଇଥିବା ଆବେଦନର ଶୁଣାଣି କରିଛନ୍ତି । ସଚିନ ପାଇଲଟ ଓ ଅନ୍ୟ…