Latest Odisha News

BREAKING NEWS

ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ ର ଆନୁଷ୍ଠାନିକ ଶୁଭାରମ୍ଭ ଘୋଷଣା

ଭୁବନେଶ୍ଵର: ଓଡିଶା ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ସିଙ୍ଗାପୁର ସ୍ଥିତ ଗ୍ଲୋବାଲ୍ ଫାଇନାନ୍ସ ଆଣ୍ଡ୍ ଟେକ୍ନୋଲୋଜି ନେଟୱାର୍କ (GFTN) ସହଭାଗିତାରେ ସମନ୍ୱିତ ଗ୍ଲୋବାଲ୍ ଫାଇନାନ୍ସିଆଲ୍ ଟେକ୍ନୋଲୋଜି କ୍ଷମତା ହବ୍ (I-GFTCH) ର…

ଓଡ଼ିଶାରେ ୪ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ…

ଭୁବନେଶ୍ୱର: ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ପଶ୍ଚିମବଙ୍ଗ, ବିହାର, ଓଡ଼ିଶା ଏବଂ ଝାଡ଼ଖଣ୍ଡର ୧୩ଟି ଜିଲ୍ଲାକୁ ସଂଯୋଗ କରୁଥିବା ୪ଟି ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ ଦେଇଛି। ଏହା ଭାରତୀୟ ରେଳବାଇର ନେଟୱାର୍କକୁ ପ୍ରାୟ ୫୭୪ କିଲୋମିଟର ବୃଦ୍ଧି କରିବ। ଏହି…

କିଛି ସମୟର ଫେମ୍ ପାଇଁ; କାଷ୍ଟିଂ କାଉଚକୁ ନେଇ ମୁଁହ ଖୋଲିଲେ ବିଜୟ ସେଥୁପତି

ମୁମ୍ବାଇ: ଦକ୍ଷିଣ ସିନେମାର ସୁପରଷ୍ଟାର ବିଜୟ ସେଥୁପତିଙ୍କ ବିରୁଦ୍ଧରେ ଜଣେ ମହିଳା ଯୌନ ଶୋଷଣର ଅଭିଯୋଗ ଆଣିଥିଲେ। ଯାହାପରେ ସେ ବିବାଦ ଘେରରେ ଫସିଛନ୍ତି। ତେବେ ଏହିପରି ଗମ୍ଭୀର ଆରୋପ ପରେ ବିଜୟ ନିରବତା ଭଙ୍ଗ କରିବା ସହ ଏହାକୁ ସମ୍ପୂର୍ଣ ଭାବରେ ଅସ୍ବୀକାର କରିଛନ୍ତି। ତାଙ୍କ ଟିମ୍ ଏହି…

ଟ୍ରମ୍ପଙ୍କୁ କଡ଼ା ଜବାବ ଦେଲେ ପୀୟୂଷ ଗୋୟଲ୍; ଭାରତ ତୃତୀୟ ସର୍ବବୃହତ ଅର୍ଥନୀତି ହେବାକୁ ଯାଉଛି

ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଦିନ ଭାରତକୁ ସମାଲୋଚନା କରି ଏହାକୁ "ମୃତ ଅର୍ଥନୀତି" ଭାବରେ ବର୍ଣ୍ଣନା କରିଥିଲେ। ଯାହାର ଜବାବ ଦେବାକୁ ଯାଇ ପୀୟୂଷ ଗୋୟଲ୍ କହିଛନ୍ତି ଯେ ଏକ ଦଶନ୍ଧିରୁ କମ୍ ସମୟ ମଧ୍ୟରେ ଭାରତ ପାଞ୍ଚ ଅର୍ଥନୀତିରୁ ବାହାରି ଆସିବା ସହ…

ଆଇସିସି ମ୍ୟାଚ ରେଫରୀଙ୍କ ନିକଟରେ ଅଭିଯୋଗ କରିବ ଟିମ ଇଣ୍ଡିଆ

ଲଣ୍ଡନ: ଭାରତୀୟ କ୍ରିକେଟ ଟିମ ଏବେ ଇଂଲଣ୍ଡ ଗସ୍ତରେ ରହିଛି । ୫ ମ୍ୟାଚ ବିଶିଷ୍ଟ ସିରିଜର ଅନ୍ତିମ ମୁକାବିଲା ୩୧ ଜୁଲାଇରୁ ଦି ଓଭାଲରେ ଖେଳାଯାଉଛି । ଇତି ମଧ୍ୟରେ ଲର୍ଡସରେ ଖେଳାଯାଇଥିବା ତୃତୀୟ ଟେଷ୍ଟରେ ଭାରତକୁ ଦିଆ ଯାଇଥିବା ବଲକୁ ନେଇ ବିବାଦ ସୃଷ୍ଟି ହୋଇଛି । ଦ୍ୱିତୀୟ ନୂଆ ବଲ…

ପୁରୀ ଦଳାଚକଟା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର

ଭୁବନେଶ୍ବର: ପୁରୀ ଦଳାଚକଟା ଘଟଣାର ରିପୋର୍ଟ ଦାଖଲ କଲେ ଉନ୍ନୟନ କମିଶନର ଅନୁ ଗର୍ଗ । ମାସେ ଧରି ଚାଲିଥିଲା ତଦନ୍ତ । ୭୦ ଜଣଙ୍କ ସାକ୍ଷ୍ୟ ଗ୍ରହଣ ହୋଇଥିଲା । ତେବେ ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ରିପୋର୍ଟ ଦେଲେ ଉନ୍ନୟନ କମିଶନର । ଖବରମୁତାବକ, ମହାପ୍ରଭୁଙ୍କ ବିଶ୍ବ…

ଜେଲ୍‌ରୁ ବାହାରିଲେ ଆଇଏଏସ ଧୀମାନ ଚକମା; ସର୍ତମୂଳକ ଜାମିନରେ…

ଭୁବନେଶ୍ବର: ଦୀର୍ଘ ୪୦ ଦିନ ଜେଲରେ ରହିବା ପରେ ଆଜି ଭବାନୀପାଟଣା ଜେଲରୁ ବାହାରିଲେ ଆଇଏଏସ  ଧୀମାନ ଚକମା । କ୍ରସର୍ ମାଲିକଙ୍କଠାରୁ ୧୦ ଲକ୍ଷ ଲାଞ୍ଚ ନେଇ ଗିରଫ ହୋଇଥିଲେ । ହାଇକୋର୍ଟ ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ଚମକାଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ। ଲାଞ୍ଚ ନେଲା ବେଳେ ଗିରଫ…

ବୁମରାହଙ୍କୁ ନେଇ ଅଡୁଆରେ ପଡୁଛି କି ଟିମ ଇଣ୍ଡିଆ

ଭାରତୀୟ କ୍ରିକେଟର ଷ୍ଟାର ପେସ ବୋଲର ଯଶପ୍ରୀତ ବୁମରାହ ସର୍ବଦା ଦଳ ପାଇଁ ଉପଯୋଗୀ ସାବ୍ୟସ୍ତ ହୋଇଛନ୍ତି । ସେ ଏକାକୀ ମ୍ୟାଚର ଗତିପଥ ବଦଳାଇବା ଦକ୍ଷତା ରଖିଛନ୍ତି । ତେବେ ବୁମରାହଙ୍କ ବାରମ୍ବାର ଆଘାତ ସମସ୍ୟା ଦଳକୁ ଅସୁବିଧାରେ ପକାଉଛି । ଚଳିତ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ବୁମରାହ ୩ଟି…

ଡକ୍ଟର ବି କେ ମିଶ୍ର ଇମ୍ଫାର ଅଣ-କାର୍ଯ୍ୟକାରୀ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ବର: ଇଣ୍ଡିଆନ୍ ମେଟାଲ୍ ଆଣ୍ଡ ଫେରୋ ଆଲୟଜ୍ ଲିମିଟେଡ୍ (ଇମ୍ଫା), ଦେଶର ପ୍ରମୁଖ ଫେରୋ ଆଲୟଜ୍ ଉତ୍ପାଦକ ଡକ୍ଟର ବି କେ ମିଶ୍ରଙ୍କୁ କମ୍ପାନୀର ଅଣ-କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛି। ଡକ୍ଟର ବି କେ ମିଶ୍ର ଏନଆଇଟି ରାଉରକେଲାର ଜଣେ ମେଟାଲ୍‌ ଲୁରଜିକାଲ୍ ଇଞ୍ଜିନିୟର ଏବଂ…

ଗାଭାସ୍କରଙ୍କ ରେକର୍ଡ ଭାଙ୍ଗିଲେ ଗିଲ

ଦି ଓଭାଲ: ଇଂଲଣ୍ଡ ବିପକ୍ଷ ୫ମ ତଥା ଅନ୍ତିମ କ୍ରିକେଟ ଟେଷ୍ଟରେ ଟିମ ଇଣ୍ଡିଆର ଅଧିନାୟକ ଶୁଭମନ ଗିଲ ଅନେକଗୁଡିଏ ରେକର୍ଡ ଭାଙ୍ଗିଛନ୍ତି । ସେ ଗ୍ୟାରୀ ସୋବର୍ସ ଓ ସୁନୀଲ ଗାଭାସ୍କରଙ୍କ ରେକର୍ଡ ମଧ୍ୟ ଭାଙ୍ଗିଛନ୍ତି । ସେ ୧୧ ରନ କରିଥିବା ବେଳେ ଅଧିନାୟକ ଭାବେ ଭାରତ ପକ୍ଷରୁ ଗୋଟିଏ ସିରିଜରେ…