Latest Odisha News

ବିଜ୍ଞାନ ଓ ପ୍ରଯୁକ୍ତି ଉପରେ ନୂତନ ଭାରତର ଅଭିବୃଦ୍ଧି ନିର୍ଭରଶୀଳ: ପ୍ରଧାନମନ୍ତ୍ରୀ

ନୂଆଦଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ବେଙ୍ଗାଲୁରୁସ୍ଥିତ କୃଷି ବିଜ୍ଞାନ ବିଶ୍ୱବିଦ୍ୟାଳୟ ଠାରେ ୧୦୭ତମ ଭାରତୀୟ ବିଜ୍ଞାନ କଂଗ୍ରେସ ଉଦଘାଟିତ୍ ହୋଇଯାଇଛି । ଏହି ଅବସରରେ ବିଜ୍ଞାନ ଏବଂ ପ୍ରଯୁକ୍ତି କ୍ଷେତ୍ରରେ ଉପଲବ୍ଧି ଉପରେ ହିଁ ଭାରତର ଅଭିବୃଦ୍ଧି ନିର୍ଭରଶୀଳ ବୋଲି…

ଓଡିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ: ଭ୍ରମଣ ସହ ଓ ବଣଭୋଜିର ନିଆରା ମଜ୍ଜା ନିଅନ୍ତୁ…

ଭୁବନେଶ୍ୱର : ନୂତନ ବର୍ଷ ଭାବେ ୨୦୨୦ ମସିହାର ଆଗମନ ହୋଇଛି । ପ୍ରାୟ ସମସ୍ତ ଲୋକମାନେ ନୂଆବର୍ଷ ଆସିଲେ ସାଙ୍ଗସାଥୀ ତଥା ପରିବାର ବର୍ଗଙ୍କ ସହ ମଉଜ ମଜଲିସ କରିବା ପାଇଁ ଭ୍ରମଣରେ ବାହାରି ପଡନ୍ତି ବିଭିନ୍ନ ଦର୍ଶନୀୟ ସ୍ଥାନ ତଥା ପର୍ଯ୍ୟଟନ ସ୍ଥଳୀକୁ । ରାଜ୍ୟ ଭିତରେ ଏଭଳି କିଛି…

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ ତା ୦୪-୦୧-୨୦୨୦ ଶନିବାର ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର ମୋବାଇଲ: 9437225434 ଆଜି ଦିନର ମହତ୍ତ୍ୱ ଆଜି ହେଉଛି ୨୦୨୦ ମସିହା ଜାନୁୟାରୀ ତା ୦୪ ରିଖ ଶନିବାର ଧନୁ ୨୦ ଦିନ ପୌଷ ମାସ ଶୁକ୍ଳ ପକ୍ଷ ନବମୀ ତିଥି ରେବତୀ ନକ୍ଷତ୍ର ମୀନ ଚନ୍ଦ୍ର ଭୋଗ ହେବ ସକାଳ ୧୦-୫୬…

ଝିପିଝିପି ବର୍ଷା ସହ ବଢିବ ଥଣ୍ଡା; ୧୧ଟି ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲା ଭଦ୍ରକ ଓ ବାଲେଶ୍ୱରରେ ବର୍ଷା ସାଙ୍ଗକୁ ଦିନ ତମାମ କୋହଲା ପାଗ ସାଧାରଣ ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି । ରାଜଧାନୀ ସମେତ ଓଡ଼ିଶାର ଅନେକ ସ୍ଥାନର ପାଗ କୋହଲା ରହିଛି । ଭୁବନେଶରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ୮ଟି ଜିଲ୍ଲାରେ…

ପୁଣି ଚର୍ଚ୍ଚାରେ ଜ୍ୱାଲା ଗୁଟ୍ଟାଙ୍କ ପ୍ରେମ କାହାଣୀ !

ଭୁବନେଶ୍ୱର: ଭାରତର ଷ୍ଟାର ବ୍ୟାଡ଼ମିଣ୍ଟନ ଖେଳାଳି ଜ୍ୱାଲା ଗୁଟ୍ଟା ଏବେ ତାଙ୍କ ପ୍ରେମ ସମ୍ପର୍କକୁ ନେଇ ପୁନର୍ବାର ଚର୍ଚ୍ଚାକୁ ଆସିଛନ୍ତି । ତାମିଲ ଅଭିନେତା ବିଷ୍ଣୁ ବିଶାଲଙ୍କ ସହ ଖୁବ୍ ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି ବୋଲି ଜ୍ୱାଲା ଟ୍ୱିଟ୍ କରି କହିଛନ୍ତି । :)…

ଶାସ୍ତ୍ରୀଜୀ ଶିକ୍ଷା ନିକେତନର ଅଷ୍ଟମ ବାର୍ଷିକୋତ୍ସବ ସମାରୋହ ଉଦଘାଟିତ

ଭବାନୀପାଟଣା: ଶାସ୍ତ୍ରୀଜୀ ଶିକ୍ଷା ନିକେତନର ଅଷ୍ଟମ ବାର୍ଷିକ ଉତ୍ସବ ଭବାନୀପାଟଣା ନିକଟସ୍ଥ ଚକ୍ରଧର ନଗର ପରିସରରେ ଉଦଘାଟିତ ହୋଇଯାଇଛି। ତିନିଦିନ ଧରି ଅନୁଷ୍ଠିତ ହେବାକୁ ଥିବା ବାର୍ଷିକ ଉତ୍ସବ ସମାରୋହର ପ୍ରଥମ ଦିନରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ରଙ୍ଗୋଲି ପ୍ରତିଯୋଗିତାରୁ ଆରମ୍ଭ ହୋଇ…

ଶ୍ରୀଜଗନ୍ନାଥଙ୍କୁ ୩୬ ନିଯୋଗର ୧୧୯ ପ୍ରକାର ସେବକ ଦେଉଛନ୍ତି ନିରନ୍ତର ସେବା !

ପୁରୀ: ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ଶୃଙ୍ଖଳିତ ନୀତିକାନ୍ତି ଲାଗି ସେବକମାନେ ନିରନ୍ତର ସେବା ପ୍ରଦାନ କରିଚାଲିଛନ୍ତି । ଶ୍ରୀମନ୍ଦିର ତିଆରି ହେବା ପରେ ବ୍ରହ୍ମାଙ୍କ ନିର୍ଦ୍ଦେଶକ୍ରମେ ଗଜପତି ଉପରୋକ୍ତ ସେବକଙ୍କୁ ନିୟୋଜିତ କରିଥିଲେ । ମିଳିଥିବା ତଥ୍ୟ ଅନୁସାରେ ୧୧୯ ପ୍ରକାରର ସେବକ ତାଙ୍କ…

‘ଏସବିଆଇ’ ଆଣିଲା ନୂଆ ଟେକ୍ନୋଲୋଜି; ବିନା କାର୍ଡ ଓ କ୍ୟାସରେ କରିପାରିବେ ପେମେଣ୍ଟ !

ଭୁବନେଶ୍ୱର: ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ବା ଏସବିଆଇ ଖାତାଧାରୀଙ୍କ ପାଇଁ ଖୁସି ଖବର । ଛୋଟମୋଟ ପେମେଣ୍ଟ ପାଇଁ ଆଉ କାର୍ଡ ବା ଟଙ୍କା ଦରକାର ନାହିଁ । ଏସବିଆଇ ଏକ ନୂଆ ଟେକ୍ନୋଲୋଜି ଅଣିଛି । ଏହାଦ୍ୱାରା ଯେକୌଣସି ଦୋକାନରୁ ଛୋଟ ମୋଟ ଜିନିଷ କିଣିବାପାଇଁ ନିଜର ଆଙ୍ଗୁଠି ଦ୍ୱାରା ଏହି ପେମେଣ୍ଟ…

ଭାଇଚାରାର ସହର କଟକର ନିଆରା ରଘୁ ଦହିବରା…

କଟକ: ଦହିବରା-ଆଳୁଦମକୁ ଏକ ପାରମ୍ପରିକ ଓଡ଼ିଆ ଖାଦ୍ୟ କହିଲେ ଅତ୍ୟୁକ୍ତି ହେବ ନାହିଁ । ଓଡ଼ିଶାର ପ୍ରତ୍ୟେକ ସ୍ଥାନରେ ଏହା ଉପଲବ୍ଧ ହୋଇଥାଏ । ତେବେ କଟକର ଦହିବରା ଅନ୍ୟ ସମସ୍ତ ସ୍ଥାନର ଦହିବରା-ଆଲୁଦମ ଠାରୁ ନିଆରା ବୋଲି କୁହାଯାଏ । କଟକ ସହର ଦହିବରା-ଆଳୁଦମ ପାଇଁ ଖ୍ୟାତିଲାଭ କରିଛି ।…

ଗତ ଦଶନ୍ଧିରେ ସବୁଠୁ ଅଧିକ ଆୟ କରିଛନ୍ତି ଏହି ଖେଳାଳି, ଜାଣନ୍ତୁ

ଦୁନିଆର ଦୁଇ ଧୁରନ୍ଧର ଫୁଟବଲ ଖେଳାଳୀ ଅର୍ଜେଟିଂନାର ଲିଓନେଲ ମେସି ଓ ପର୍ତୁଗାଲର କ୍ରିଷ୍ଟିଆନ ରୋନାଲ୍ଡୋ ଗତ ଦଶନ୍ଧିରେ ୮୦୦୦ କୋଟି ଟଙ୍କାରୁ ଅଧିକ ଆୟ କରିଛନ୍ତି  । ୨୦୧୦ରୁ ୨୦୧୯ ମଧ୍ୟରେ ବିଜ୍ଞାପନ, ଦରମା, ପୁରସ୍କାର ରାଶି ପ୍ରଭୃତିରୁ ରୋନାଲ୍ଡୋ ୪୩୭୬ ଓ ମେସି ୪୧୩୦ କୋଟି ଟଙ୍କା ଆୟ…