ପ୍ରତିଷ୍ଠା ଦିବସରେ ‘ପାରାଦୀପ ବନ୍ଦର’ ସମ୍ପର୍କରେ ଜାଣନ୍ତୁ କିଛି ରୋଚକ କଥା…
ପାରାଦୀପ ବନ୍ଦର। ଜଗତସିଂହପୁର ଜିଲ୍ଲାରେ ଅବସ୍ଥିତ ଏକ କୃତ୍ରିମ ବନ୍ଦର । ଏହା ମହାନଦୀ ଓ ବଙ୍ଗୋପସାଗରର ମିଳନସ୍ଥଳୀରେ ଅବସ୍ଥିତ।
ଏହି ବନ୍ଦର ଦେଇ ମୁଖ୍ୟତଃ ଲୌହପଥର ଓ କୋଇଲା ରପ୍ତାନୀ କରାଯାଉଥିଲା ବେଳେ ରାଜ୍ୟରେ ଅବସ୍ଥିତ ଇସ୍ପାତ କାରଖାନା ନିମନ୍ତେ କୋକିଙ୍ଗ କୋଇଲା ତଥା ସାର କାରଖାନା…