Latest Odisha News

BREAKING NEWS

ବିଜୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ

ଭୁବନେଶ୍ୱର: ଅଫେରା ରାଇଜର ଅତିଥି ହୋଇଛନ୍ତି ବିଜୟ ମହାନ୍ତି । ତାଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ କରି ଦୁଃଖ ପ୍ରକାଶ କରିଛନ୍ତି । ଏହାସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଜୟ ମହାନ୍ତିଙ୍କ ଶେଷକୃତ୍ୟ…

ସର୍ବୋତ୍ତମ ବିକ୍ରି ବଜାଜ ପଲସର ୧୫୦ କିଣିବା ଏବେ ପଡିବ ମହଙ୍ଗା, କମ୍ପାନୀ କଲା ମୂଲ୍ୟ ବୃଦ୍ଧି

ନୂଆଦିଲ୍ଲୀ: ଅଗ୍ରଣୀ ଦୁଇ ଚକିଆ ନିର୍ମାତା ବଜାଜ ଅଟୋ ଏହାର ଦୁଇଚକିଆଗାଡି ମୂଲ୍ୟକୁ ଅପଡେଟ କରିଛି | କମ୍ପାନୀ ଏହାର ପଲସର ରେଞ୍ଜର ସର୍ବୋତ୍ତମ ବିକ୍ରୟ ମଡେଲ ପଲସର ୧୫୦ ର ମୂଲ୍ୟ ବୃଦ୍ଧି କରିଛି | ଏହି ବର୍ଷ କମ୍ପାନୀ ଏହାକୁ ନୂତନ ବିଏସ୬ ଇଞ୍ଜିନ୍ ସହିତ ଅପଡେଟ୍ କରି ବଜାରରେ ଏହି ବାଇକ୍…

କରୋନା ମୁକ୍ତ ହେଲା ନୂଆପଡ଼ା ଜିଲ୍ଲା

ଭୁବନେଶ୍ୱର: କରୋନା ମୁକ୍ତ ନୂଆପଡ଼ା ଜିଲ୍ଲା । ସମସ୍ତ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜି ଜିଲ୍ଲାରୁ ଚିକିତ୍ସାଧୀନ ଥିବା ସମସ୍ତ ୧୮ ଭୂତାଣୁ ସଂକ୍ରମିତ ସୁସ୍ଥ ହୋଇଥିଲେ । ଏହାସହ ରାଜ୍ୟର ଏକମାତ୍ର ଜିଲ୍ଲା ଭାବରେ ନୂଆପଡ଼ା କରୋନା ମୁକ୍ତ ହୋଇଛି । ବାକି ୨୯ ଜିଲ୍ଲାରେ ରହିଛି…

ପରଲୋକରେ ଓଲିଉଡର ଭେଟେରାନ ଅଭିନେତା ବିଜୟ ମହାନ୍ତି

ଭୁବନେଶ୍ୱର: ପରଲୋକରେ ଓଲିଉଡର ପ୍ରଥମ ଆକ୍ସନ ହିରୋ ତଥା ବରିଷ୍ଠ ଅଭିନେତା ବିଜୟ ମହାନ୍ତି । ୭୦ ବର୍ଷ ବୟସରେ ତାଙ୍କର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଛି । ଆଜି ସନ୍ଧ୍ୟାରେ ସେ ଗୁରୁତର ହୋଇପଡିଥିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।…

ଭେଟେରାନ ଅଭିନେତା ବିଜୟ ମହାନ୍ତି ଗୁରୁତର, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଓଲିଉଡର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଜି ସନ୍ଧ୍ୟାରେ ଗୁରୁତର ହୋଇ ପଡିବାରୁ ତାଙ୍କୁ ପୁଣି ଥରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ହାଇଦ୍ରାବାଦରେ ଥିବା ବେଳେ ସେ ଅସୁସ୍ଥ ହୋଇପଡିଥିବାରୁ ତାଙ୍କୁ ସେଠାରେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଇଥିଲା ।…

ଶଙ୍କର ଆଖି ହସ୍ପିଟାଲ ଦାନ କଲା ୨୦୦ ସୁରକ୍ଷା ଚଷମା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସମରଝୋଲ ଶଙ୍କର ଚକ୍ଷୁ ହସ୍ପିଟାଲ ପକ୍ଷରୁ କୋଭିଡ ଯୋଦ୍ଧାମାନଙ୍କ ପାଇଁ ୨୦୦ ଆଇ ପ୍ରୋଟୋକ୍ସନ ଗ୍ଲାସ୍ ପ୍ରଦାନ କରାଯାଇଛି। ଶଙ୍କର ଚକ୍ଷୁ ଡାକ୍ତରଖାନାର ଚକ୍ଷୁ ବିଶେଷଜ୍ଞ ଡ. ବି ପି ସାମଲ ଆଜି ଏହି ଚଷମାକୁ ଗଞ୍ଜାମ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ…

ଚଳିତ ବର୍ଷ ହେବନି ଟି-୨୦ ବିଶ୍ୱକପ୍‌, ସ୍ଥଗିତ ରଖିଲା ଆଇଆଇସି

ନୂଆଦିଲ୍ଲୀ: ଚଳିତ ବର୍ଷ ହେବନି ଟି-୨୦ ବିଶ୍ୱକପ୍ । ଅଷ୍ଟ୍ରେଲିଆରେ ହେବାବୁ ଥିବା ଟି-୨୦ ବିଶ୍ୱକପ ସ୍ଥଗିତ ହୋଇଛି । ଏନେଇ ଆଇସିସି ପକ୍ଷରୁ ଘୋଷଣା କରାଯାଇଛି । ସୋମବାର ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଚଳିତ ଅକ୍ଟୋବର-ନଭେମ୍ବରରେ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ହୋଇଥାନ୍ତା ।…

କରୋନା ଭୟ, କୋଭିଡ ଗାର୍ଡରେ କଭର ହେଲା ଶାହରୁଖଙ୍କ ମନ୍ନତ

ମୁମ୍ବାଇ: ବଲିଉଡରେ ବଚ୍ଚନ ପରିବାରକୁ କରୋନା ପରେ କିଙ୍ଗଖାନ୍ ଶାହରୁଖଙ୍କୁ ଘାରିଛି ଭୂତାଣୁ ଭୟ । ସଂକ୍ରମଣକୁ ନେଇ ହୋଇଛନ୍ତି ସଜାଗ । ନିଜ ବଙ୍ଗଲୋ ମନ୍ନତକୁ ଦେଇଛନ୍ତି କୋଭିଡ ଗାର୍ଡ । ଶାହରୁଖ ନିଜ ଘରକୁ ଚାରିପଡୁ ପୁରା ପ୍ଲାଷ୍ଟିକ ଜରିରେ କଭର କରି ଦେଇଛନ୍ତି । ଯାହାର ଫଟୋ ଏବେ ସୋସିଆଲ…

ସେଲ ରାଉରକେଲା ଇସ୍ପାତ କାରଖାନା ଦ୍ଵାରା ‘ପୂର୍ବୋଦୟ’ ଅଧୀନରେ ସ୍ଥାନୀୟ ଉଦ୍ୟୋଗଙ୍କ ନିମନ୍ତେ ସ୍ଵତନ୍ତ୍ର ପ୍ରୋତ୍ସାହନ…

ରାଉରକେଲା: ସେଲ ରାଉରକେଲା ଇସ୍ପାତ କାରଖାନା ସ୍ଥାନୀୟ ଉଦଦ୍ୟୋଗ ଗୁଡିକରେ ଇସ୍ପାତ ଉପଯୋଗକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଏକ ସ୍ଵତନ୍ତ୍ର ପ୍ରୋତ୍ସାହନ ଯୋଜନା ‘ଇସ୍ପାତି ଇଲାକୋ କା ବିକାଶ: ସେଲ କେ ସାଥ’ର ଶୁଭାରମ୍ଭ କରିଛି। କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ଏବଂ ଇସ୍ପାତ…

କରୋନା ଭାଇରସ: ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ପ୍ରସ୍ତୁତ ଭ୍ୟାକ୍ସିନର ମଣିଷଙ୍କ ଉପରେ ପ୍ରଥମ ପର୍ଯ୍ୟାୟ ପ୍ରୟୋଗ ସଫଳ

ଲଣ୍ଡନ: କରୋନା ମହାମାରୀ ମୁକାବିଲା ନେଇ ସୋମବାର ଏକ ଭଲ ଖବର ମିଳିଛି । ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ପ୍ରସ୍ତୁତ ଭ୍ୟାକ୍ସିନ ସିଏଚଏଡିଓଏକ୍ସ୧ଏନସିଓଭି-୧୯ର ମଣିଷଙ୍କ ଉପରେ ପ୍ରଥମ ପର୍ଯ୍ୟାୟ ପ୍ରୟୋଗ ସଫଳ ହୋଇଛି । ଅକ୍ସଫୋର୍ଡ ୟୁନିଭରସିଟ୍ ଏବଂ ଆଷ୍ଟ୍ରାଜେନିକାକୁ ନେଇ ଏକ ଭଲ ଖବର ମିଳିଛି…