ରେକର୍ଡ ଭାଙ୍ଗୁଛି କରୋନା: ଦେଶରେ ୧୧ ଲକ୍ଷ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୨୪ ଘଣ୍ଟାରେ ୪୦ ହଜାରରୁ ଉର୍ଦ୍ଧ୍ବ…
ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୪୦,୪୨୫ ଜଣ ସଂକ୍ରମିତ ହୋଇଥିବା ବେଳେ ୬୮୧ ଜଣ ପ୍ରାଣ ହରାଇଛନ୍ତି ।
ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା…