ଘଡଘଡି ସହ ବର୍ଷା ଆଶଙ୍କା: ୮ଟି ଜିଲ୍ଲାକୁ ସତର୍କ ସୂଚନା
ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରାଜ୍ୟର ପ୍ରାୟ ୮ଟି ଜିଲ୍ଲାରେ ବର୍ଷା ସହ ଘଡଘଡିର ସମ୍ଭାବନା ରହିଥିବା ନେଇ ଶୁକ୍ରବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ ବିଭାଗର ସଦ୍ୟ ବୁଲେଟିନ୍ ଅନୁଯାୟୀ ବରଗଡ, ସମ୍ବଲପୁର, ସୋନପୁର, ବଲାଙ୍ଗିର, ବୌଦ୍ଧ,…