Latest Odisha News

BREAKING NEWS

କରୋନା କ୍ରିଏଟିଭିଟି : ନୂତନ ମହାପାତ୍ରଙ୍କ ସଙ୍ଗୀତଗାନ

ଭୁବନେଶ୍ୱର :www.odishasambad.in ଏବଂ www.odishabytes.com ନିବେଦିତ କରୋନା କ୍ରିଏଟିଭିଟିରେ ବିଭିନ୍ନ ସ୍ଥାନରୁ ପ୍ରତିଯୋଗୀ ଭାଗ ନେଇ ନିଜ କଳା ପ୍ରତିଭା ଦେଖାଇଛନ୍ତି । ଯାହା ଏବେ www.odishasambad.in ଏବଂ www.odishabytes.comର ୟୁଟ୍ୟୁବ, ଫେସ୍‌ବୁକ ଓ ଇନଷ୍ଟାଗ୍ରାମରେ ଅପଲୋଡ…

ପ୍ଲାଜମା ଦାନ ପାଇଁ କୋଭିଡ ଯୋଦ୍ଧାଙ୍କୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ଲାଜମା ଦାନ କରିବାକୁ ଯାଉଥିବା କରୋନା ଯୋଦ୍ଧାଙ୍କୁ ପ୍ରଶଂସା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଟୁଇଟ କରି ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏନଡିଆରଏଫ, ହୋମଗାର୍ଡ , ଅଗ୍ନିଶମବାହିନୀ କର୍ମଚାରୀ ଯେଉଁମାନେ ପ୍ଲାଜମା ଦାନ କରିବାକୁ ନିଷ୍ପତି ନେଇଛନ୍ତି…

ଭୁବନେଶ୍ୱରରେ ୫୨ ନୂଆ ଆକ୍ରାନ୍ତ ଚିହ୍ନଟ, ୨୯ ସୁସ୍ଥ

ଭୁôବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ୫୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଏବଂ ଅନ୍ୟ ୧୮ ଜଣ ସ୍ଥାନୀୟ ସଂକ୍ରମିତ । ତେବେ ଆଶ୍ୱସ୍ତିକର କଥା ହେଉଛି ଯେ, ଆଜି ଭୁବନେଶ୍ୱରରୁ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । Update on…

‘ନିରତାର୍’ରେ ଚାଲୁ ରହିବ ପାଠପଢା

କଟକ: କଟକର ଓଲଟପୁର ସ୍ଥିତ ସ୍ୱାମୀ ବିବେକାନନ୍ଦ ରାଷ୍ଟ୍ରୀୟ ପୁନର୍ବାସ ପ୍ରଶିକ୍ଷଣ ଓ ଅନୁସନ୍ଧାନ ସଂସ୍ଥାନ୍ (ନିରତାର୍)ରେ ସମସ୍ତ ସ୍ନାତକୋତ୍ତର ପାଠ୍ୟକ୍ରମ ଚାଲୁ ରହିବ । ଏପରିକି ବର୍ତ୍ତମାନର ଅଧ୍ୟାପକ ମାନେ ପାଠ ପଢ଼ାଇବା  ସଙ୍ଗେସଙ୍ଗେ ଆବଶ୍ୟକ ସ୍ଥଳେ ଚୁକ୍ତି ଭିତ୍ତିକ ଅଧ୍ୟାପକଙ୍କୁ…

ଭୁବନେଶ୍ୱରରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ: ଆରଏମଆରସି

ଭୁବନେଶ୍ୱର: ରାଜ୍ୟ ସରକାର ଓ ଆଇଏମଆରସି ମିଳିତ ଭାବରେ ସେରୋ ସର୍ଭେଲାନ୍ସ କରୁଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଜାଗାରେ ଏହା କରାଯାଉଛି । ପୁରୀରେ ଶେଷ ହୋଇଛି । ସରକାରଙ୍କୁ ରିପୋର୍ଟ ବି ଦିଆସରିଛି । ଭୁବନେଶ୍ୱରରେ ଏହା ଦ୍ୱିତୀୟ ପର୍ଯ୍ୟାୟରେ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ କମ୍ୟୁନିଟି…

ପାରାଦୀପ ଆଇଓସିଏଲ ଚାରିପଟେ ଲାଗୁହେଲା ୧୪୪ ଧାରା

ପାରାଦୀପ: ପାରାଦୀପ ଆଇଓସିଏଲ ଚାରିପଟେ ଲାଗୁ ହୋଇଛି ୧୪୪ ଧାରା ଲାଗୁ କରାଯାଇଛି। ଏହାସହ ବଗଦିଆ ପଞ୍ଚାୟତ ଓ ଅଭୟଚାନ୍ଦପୁର ରେ ମଧ୍ୟ ଜିଲ୍ଳା ପ୍ରଶାସନ ପକ୍ଷରୁ ୧୪୪ ଧାରା ଲାଗୁ କରାଯାଇଛି। ମିଳିଥିବା ସୂଚନା ଅନ୍ୟସାରେ, ଆଇଓସିଏଲ ରେ କାମ କରୁଥିବା ଏଲ ଆଣ୍ଡ ଟି କମ୍ପାନୀ ର କର୍ମଚାରୀ…

ଓଡ଼ିଶାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ: ଆଇଏମଏ ଓଡିଶା ଚାପ୍ଟର

ଭୁବନେଶ୍ୱର: ଯେତେବେଳେ ଆକ୍ରାନ୍ତଙ୍କର କୌଣସି କଂଟାକ୍ଟ ଟ୍ରେସିଂ ହୋଇପାରେନି ସେତେବେଳେ ତାକୁ ଗୋଷ୍ଠୀ ସଂକ୍ରମଣ କୁହାଯାଏ । ଓଡିଶାରେ ସଙ୍ଗରୋଧ କେନ୍ଦ୍ରରେ ଯେଉଁ ସ୍ଥାନୀୟ ଆକ୍ରାନ୍ତ ବାହାରୁଛନ୍ତି, ସେମାନଙ୍କ କଂଟାକ୍ଟ ଟ୍ରେସିଂ କରାଯାଇପାରୁଛି । ତେଣୁ ଓଡିଶାରେ ବର୍ତ୍ତମାନ ସୁଦ୍ଧା…

ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପି

ଭୁବନେଶ୍ୱର: ଓଡିଶାରେ ଗୁରୁତର କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ସଫଳ ହୋଇଛି ପ୍ଲାଜମା ଥେରାପି । ବର୍ତ୍ତମାନ ପ୍ଲାଜମା ଥେରାପିରେ ଥିବା ୬ ଜଣ ଗୁରୁତର ରୋଗୀଙ୍କ ମଧ୍ୟରୁ ୪ ଜଣଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଦେଖାଦେଇଛି । ସେମାନେ ପୂର୍ବରୁ ଅମ୍ଲଜାନ ସହାୟତା ଆବଶ୍ୟକ କରୁଥିଲେ, ହେଲେ…

ଏନଡିଆରଏଫ୍ କର୍ମୀଙ୍କ ସମେତ କଟକରୁ ୨୭ କରୋନା ପଜିଟିଭ ଚିହ୍ନଟ

କଟକ: କଟକରେ ରବିବାର ଦିନ ୨୭ ନୂଆ କରୋନା ପଜିଟିଭ ମାମଲା ଚିହ୍ନଟ ହୋଇଛି । ଯାହାକୁ ମିଶାଇ କଟକରେ ମୋଟ୍ ଆକ୍ରାନ୍ତ ବ୍ୟକ୍ତିଙ୍କ ସଂଖ୍ୟା ୧,୨୧୧ରେ ପହଞ୍ଚିଛି। ଏନେଇ ଟ୍ୱିଟ କରି ସୂଚନା ଦେଇଛନ୍ତି କଟକ ପ୍ରଶାସନ । ଉକ୍ତ ଟ୍ୱିଟ ଅନୁଯାୟୀ କଟକ ଜିଲ୍ଲାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ…

୪୮ ଘଣ୍ଟା ପାଇଁ ବରଗଡ ସରକାରୀ ହସ୍ପିଟାଲ ବନ୍ଦ

ବରଗଡ: ବରଗଡ ଜିଲ୍ଲା ମୁଖ୍ୟ ହସ୍ପିଟାଲ (ଡିଏଚଏଚ)କୁ ରବିବାର ଦିନ ୪୮ ଘଣ୍ଟା ପାଇଁ ବନ୍ଦ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ ବରଗଡ ଜିଲ୍ଲାପାଳ ଇନ୍ଦ୍ରମଣି ତ୍ରିପାଠୀ କହିଛନ୍ତି ଯେ ଜଣେ ଡାକ୍ତର କରୋନା ପଜିଟିଭ ଚିହ୍ନଟ ହେବା ପରେ ଡାକ୍ତରଖାନା ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି।…