ଜେନରାଲ ବିପିନ ରାୱତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ନୂଆଦିଲ୍ଲୀ: ଭାରତର ପ୍ରଥମ ଚିଫ୍ ଅଫ ଡିଫେନ୍ସ ଷ୍ଟାଫ (ସିଡିଏସ) ଭାବେ କାର୍ଯ୍ୟଭାର ଗ୍ରହଣ କରିଥିବା ଜେନରାଲ ବିପିନ ରାୱତଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି ।
“ମୁଁ ଖୁସି ଯେ ନୂଆ ବର୍ଷ ତଥା ନୂଆ ଦଶକ ପ୍ରାରମ୍ଭରେ, ଭାରତ ପ୍ରଥମ ଚିଫ୍ ଅଫ ଡିଫେନ୍ସ ଷ୍ଟାଫ…