କାୟା ମେଲାଉଛି କରୋନା: ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହେଲେ ୩୮ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ, ୫୪୩ ମୃତ
ନୂଆଦିଲ୍ଲୀ: ଦିନକୁ ଦିନ ଭାରତରେ ଗମ୍ଭୀର ହେବାରେ ଲାଗିଛି କରୋନା ସ୍ଥିତି । ହୁ ହୁ ହୋଇ ଦେଶର ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଛି । ଗତ ୨୪ ଘଣ୍ଟାରେ ଭାରତରେ ସର୍ବାଧିକ ୩୮୯୦୨ ଜଣ ସଂକ୍ରମିତ ହୋଇଥିବା ବେଳେ ୫୪୩ ଜଣ ପ୍ରାଣ ହରାଇଛନ୍ତି ।
ଦେଖୁ ଦେଖୁ ଦେଶରେ ସଂକ୍ରମିତଙ୍କ ସଂଖ୍ୟା…